ପୋଲିସ ଇନ୍‌ଫର୍ମର ସନ୍ଦେହରେ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ଛତିଶଗଡ଼ ବିଜାପୁର ଜିଲା ଗାଙ୍ଗାଲୁର ଅଞ୍ଚଳରେ ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଗୁଇନ୍ଦା କର୍ମଚାରୀଙ୍କୁ ମାଓବାଦୀ ହତ୍ୟା କରିଛନ୍ତି। ହତ୍ୟାକାଣ୍ଡ ପରେ ସମ୍ପୃର୍କ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଡିଆରଜି ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ନେଇ ବିଜାପୁର ଏସ୍‌ପି ସୂଚନା ଦେଇଛନ୍ତି। ଶୁକ୍ରବାର ମଧ୍ୟ ବିଜାପୁର ଜିଲାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ମାଓବାଦୀ ଏକ ଠିକା କମ୍ପାନୀର ଗାଡ଼ିକୁ ପୋଡ଼ି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକତାରେ ପରିବର୍ତ୍ତନ ହେଲେ ଦୁର୍ନୀତି ହଟିବ

ସୋନପୁର,୩୧।୧୦(ନି.ପ୍ର.): ସୁବର୍ଣ୍ଣପୁର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଡିଆରଡିଏ...

ଡାକ୍ତର ନିଯୁକ୍ତି ଦାବି ନେଇ ଅନଶନରେ ବସିଲେ ସ୍ଥାନୀୟ ଲୋକେ

ବରଗଡ଼ ଅଫିସ,୧୯ା୬: ବରଗଡ଼ ଜିଲା ବିଜେପୁର ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀ ଖାଲ ପଡ଼ିଛି । ଫଳରେ ଏଠାରେ ସ୍ବାସ୍ଥ୍ୟସେବା...

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ: ପନିପରିବା ବିହନ ବଣ୍ଟନ

ପାଟକୁରା,୭।୧୦(ଡିଏନଏ)- ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକର ବେଡାରୀ ଗ୍ରାମ ପଞ୍ଚାୟତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ପନିପରିବା ବିହନ ବଣ୍ଟନ କରାଯାଇଛି।...

ରାଷ୍ଟ୍ରପତିଙ୍କୁ ଧାନରେ ନିର୍ମିତ କୋଣାର୍କ ମନ୍ଦିର ଉପହାର ଦେଲେ ଶିଳ୍ପୀ

ମହାକାଳପଡ଼ା,୧୨।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲାଠାରେ ଥିବା ଏକ ସିମେଣ୍ଟ ପ୍ରଡକ୍ଟ କାରଖାନରେ ଜଣେ ମିସ୍ତ୍ରୀ ଭାବେ କାମ କରନ୍ତି ଯଶୋବନ୍ତ ମଲ୍ଲିକ...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଡ଼ିହା ପଞ୍ଚାୟତ କୋଇଲିସାହି ଗ୍ରାମର ରାମଚନ୍ଦ୍ର ଦାସଙ୍କ ସ୍ତ୍ରୀ କୁନିଲତା (୨୩) ବୁଧବାର ଫାଶୀ ଦେଇ ମୃତ୍ୟୁ ହେବା ଘଟଣା...

ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଜିଆର୍‌ଏସ୍‌ଙ୍କ ଆତ୍ମାହୁତି ଉଦ୍ୟମ

ବାସୁଦେବପୁର,୪।୨(ଡି.ଏନ.ଏ.): ୧୦ ମାସର ବକେୟା ଦରମା ନ ମିଳିବାରୁ ପ୍ରତିବାଦରେ ଜଣେ ଜିଆର୍‌ଏସ୍‌ ଓ ତାଙ୍କ ସ୍ତ୍ରୀ ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ କରିଛନ୍ତି।...

ଗଁ। ମଝି ଦେଇ ଯୋରରେ ମିଶୁଛି ଶୌଚାଳୟ ପାଣି:ତାତିଲେ ଲୋକେ, ଘେରିଲେ ନର୍ସିଂହୋମ

ଅନୁଗୋଳ ଅଫିସ, ୪।୬ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ନର୍ସିଂହୋମର ଶୌଚାଳୟ ପାଣି ନିକଟ ଗଁା ମଝି ଦେଇ ଛଡ଼ାଯାଉଥିବା ବେଳେ ତାହା ଲିଙ୍ଗରାଯୋଡ଼ି ଯୋରକୁ...

ମଧ୍ୟାହ୍ନଭୋଜନରୁ ବାହାରିଲା କାଚଗୁଣ୍ଡ, ଗୋଡ଼ି

ରାଇରଙ୍ଗପୁର, ୧ା୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ପୁରୁଣାଘାଟି ବସ୍ତି ଅଞ୍ଚଳସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଥିବା ମଧ୍ୟାହ୍ନଭୋଜନରୁ କାଚଗୁଣ୍ଡ, ଗୋଡି ସମେତ...

Advertisement
Archives

Model This Week