ପାଣ୍ଡିଆନଙ୍କ ବିରୋଧରେ ବିଦ୍ରୋହ ଆହ୍ୱାନ ଦେଲେ ଶ୍ରିମୟୀ, ଡେଇଁ ପଡ଼ିବେ କି ବିଜେଡି ନେତା ?

ଭୁବନେଶ୍ୱର,୧୦।୧୦: ନିଲମ୍ବିତ ବିଜୁ ଜନତା ଦଳ (ବିଜେଡି) ନେତ୍ରୀ ଶ୍ରିମୟୀ ମିଶ୍ର ଦଳରେ ବିଦ୍ରୋହର ଆହ୍ୱାନ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ ଭି.କେ. ପାଣ୍ଡିଆନଙ୍କୁ ଟାର୍ଗେଟ କରି ଦଳୀୟ ନେତୃତ୍ୱଙ୍କୁ ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ଜଣେ ସ୍ୱଘୋଷିତ ନେତାଙ୍କ ଦ୍ୱାରା ଦଳର ନିଷ୍ପତ୍ତି ଏକଛତ୍ର ଭାବେ ନିଆଯାଉଛି।

ଶ୍ରିମୟୀ କାର୍ଯ୍ୟକର୍ତ୍ତାଙ୍କୁ ନିଜ ନିର୍ବାଚନ ମଣ୍ଡଳୀରେ ନେତାମାନଙ୍କୁ ପ୍ରଶ୍ନ କରିବାକୁ ଆହ୍ୱାନ ଦେଇ କହିଛନ୍ତି, ଓଡ଼ିଶାରେ ବରିଷ୍ଠ ନେତା ଥାଉଥାଉ କାହିଁକି ଏକଛତ୍ରବାଦୀ ନିଷ୍ପତ୍ତି ନିଆଯାଉଛି? ସେ କହିଛନ୍ତି, ପାଣ୍ଡିଆନଙ୍କ ନେତୃତ୍ୱ ଦଳକୁ ବିପର୍ଯ୍ୟୟ ଆଡ଼କୁ ନେଇଛି। ୨୦୨୩ରେ ଶଙ୍ଖ ବ୍ୟାଜ ପିନ୍ଧି ୨୦୨୪ ଜୁନରେ ରାଜନୀତିରୁ ଅବସର ଘୋଷଣା କରିଥିବା ବ୍ୟକ୍ତି କିପରି ନେତୃତ୍ୱ ଦେଉଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।

ସେ ଦଳ ଭିତରେ ନେତା ଏବଂ ମହିଳା ନେତ୍ରୀଙ୍କ ମଧ୍ୟରେ ତାରତମ୍ୟ ଅଭିଯୋଗ କରି କହିଛନ୍ତି, ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ତାଙ୍କୁ ସମର୍ଥନ କରିଥିଲେ, କିନ୍ତୁ ତାଙ୍କୁ ନିଲମ୍ବନ କରାଯାଇ ନାହିଁ। ଶ୍ରିମୟୀ ଶଙ୍ଖ ଭବନରୁ ଆଭ୍ୟନ୍ତରୀଣ କାରସାଦି ହୋଇଥିବା ଓ ୨୪ଟି ପୂର୍ବ ନିର୍ବାଚନ ସର୍ଭେ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି।

ସେ କାର୍ଯ୍ୟକର୍ତ୍ତାଙ୍କୁ ପାଣ୍ଡିଆନଙ୍କ ବିରୋଧରେ ବିଦ୍ରୋହ କରି ଦଳରେ ଶାନ୍ତି ଓ ଏକତା ଫେରାଇ ଆଣିବାକୁ ଆହ୍ୱାନ ଦେଇଛନ୍ତି। ଏ ସମ୍ପର୍କରେ ପାଣ୍ଡିଆନ ବା ବିଜେଡି ନେତାଙ୍କଠାରୁ କୌଣସି ମନ୍ତବ୍ୟ ମିଳି ପାରି ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri