୧୪ ଏପ୍ରିଲରୁ ୨୦ ପର୍ଯ୍ୟନ୍ତ ବନ୍ଦ ରହିବ ଏହି ଦେଶର ଅନ୍ତର୍ଜାତୀୟ ବିମାନ ଉଡ଼ାଣ

ଢାକା,୧୨।୪: ବାଂଲାଦେଶରେ କରୋନା ଭାଇରସର ଦ୍ୱିତୀୟ ଲହର ଚାଲିଛି। ଏହି ସଙ୍କଟ ସମୟରେ ବାଂଲାଦେଶ ସରକାର ଗୋଟିଏ ସପ୍ତାହ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ ବାଂଲାଦେଶରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ବନ୍ଦ କରିଦେଇଛନ୍ତି। ବାଂଲାଦେଶରେ ୧୪ ଏପ୍ରିଲରୁ ୨୦ ଏପ୍ରିଲ ପର୍ଯ୍ୟନ୍ତ ସମସ୍ତ ଅର୍ନ୍ତଜାତୀୟ ବିମାନ ଉଡ଼ାଣ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସୋଲେମାନୀଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଗଦାଦ,୫।୧(ଏଏଫ୍‌ପି): କୁଦ୍‌ସ ବାହିନୀର କମାଣ୍ଡର ମେଜର ଜେନେରାଲ କାସିମ ସୋଲେମାନୀଙ୍କ ଶେଷକୃତ୍ୟ ଶନିବାର ସମ୍ପନ୍ନ ହୋଇଛି। ଏଥିରେ ହଜାର ହଜାର ଇରାକୀ ଯୋଗଦେଇ ‘ଆମେରିକା ମୁର୍ଦ୍ଦାବାଦ’...

ବସ ରୋକି ଯାତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ଅଜଣା ବ୍ୟକ୍ତି

ଇସଲାମାବାଦ୍‌,୧୮।୪: ପାକିସ୍ତାନରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବାଲୁଚିସ୍ତାନ ରାଜମାର୍ଗରେ ୫-୬ ଯାତ୍ରୀବାହୀ ବସ୍‌କୁ କେତେକ ଅଜଣା ବ୍ୟକ୍ତି ଅଟକାଇଥିଲେ। ଯାତ୍ରୀମାନଙ୍କୁ ବାହାରକୁ ଆଣି...

କୋଭାକ୍ସିନ ନେଇଥିଲେ ବିନା ବାଧାରେ କରିପାରିବେ ବ୍ରିଟେନ ଯାତ୍ରା

ଲଣ୍ଡନ,୯ ।୧୧: ଭାରତ ବାୟୋଟେକର କୋଭିଡ-୧୯ ଭ୍ୟାକ୍ସିନ ‘କୋଭାକ୍ସିନ’ ନେଇଥିବା ଲୋକେ ଏଣିକି ବିନା ବାଧାରେ ବ୍ରିଟେନ ଯାତ୍ରା କରିପାରିବେ । ବ୍ରିଟିଶ ସରକାର ଘୋଷଣା...

କରୋନା ମୁକାବିଲା ପାଇଁ ଭାରତର ସହଯୋଗ ଲୋଡ଼ିଲେ ଟ୍ରମ୍ପ୍‌

ୱାଶିଂଟନ,୫ ।୪: କରୋନା ସଂକ୍ରମଣ ଯୋଗୁ ଆମେରିକାର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି । ଏପରିସ୍ଥଳେ କରୋନା ମୁକାବିଲା ଲାଗି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍...

ବିପଦ ଟଳିଲା: ଭାରତ ମହାସାଗରରେ ପଡ଼ିଲା ଚାଇନା ରକେଟ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୫: ଶେଷରେ ବିପଦ ଟଳିଯାଇଛି। ଆତଙ୍କର ଅନ୍ତ ଘଟିଛି। ନିୟନ୍ତ୍ରଣ ହରାଇ ପୃଥିବୀ ମୁହାଁ ହୋଇଥିବା ଚାଇନାର ଜଳନ୍ତା ରକେଟ ଲଙ୍ଗ୍‌ ମାର୍ଚ୍ଚ ୫-ବି ରବିବାର...

ବସ୍‌ରେ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୪୬ ଯାତ୍ରୀ

ସୋଫିଆ,୨୩।୧୧:ବୁଲଗେରିଆରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତର ମାସିଡୋନିଆର ଏକ ବସରେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ୪୬ ଜଣ ଜିଅନ୍ତା ଦଗ୍ଧ ହୋଇଯାଇଛନ୍ତି। ସ୍ଥାନୀୟ ସମୟ...

‘ସ୍ବସ୍ତିକ’କୁ ଅବୈଧ କରିବା ଲାଗି ଆମେରିକାରେ ବିଲ୍‌

ଓ୍ବାଶିଂଟନ, ୧୨।୪: ମାଙ୍ଗଳିକ ଓ ଆଧ୍ୟାତ୍ମିକତାର ପ୍ରତୀକ ସ୍ବସ୍ତିକକୁ ବେଆଇନ କରିବା ଲାଗି ଆମେରିକାର ମେରିଲାଣ୍ଡ ପ୍ରତିନିଧି ସଭା ଏକ ବିଲ୍‌ ଗୃହୀତ କରିବାକୁ ଉଦ୍ୟମ...

ଭାରତ-ଆମେରିକା ମିଳିତ ସମରାଭ୍ୟାସ ‘ବଜ୍ର ପ୍ରହାର’: ଚିନ୍ତାରେ ପାକିସ୍ତାନ

ଓ୍ବାଶିଂଟନ,୧୩।୧୦: ଭାରତ-ଆମେରିକା ମିଳିତ ସମରାଭ୍ୟାସ ‘ବଜ୍ର ପ୍ରହାର’ ରବିବାରଠାରୁ ଆରମ୍ଭ ହେଉଛି। ଆମେରିକା ସିଟଲେର ଲୁଇସ୍‌ ମ୍ୟାକ୍‌କର୍ଡ ମିଲିଟାରୀ ବେସ୍‌ଠାରେ ଏହା ଅକ୍ଟୋବର ୨୮ ପର୍ଯ୍ୟନ୍ତ...

Advertisement


Archives

Model This Week