ଡେପୁଟି କଲେକ୍ଟର ଆଲୋକ ଅନୁଗୁଳିଆଙ୍କୁ ନିଲମ୍ବନ

କୋରାପୁଟ, ୭।୫(ସ୍ବ.ପ୍ର.): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରୁଥିବା ଆଲୋକ କୁମାର ଅନୁଗୁଳିଆଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ତାଙ୍କୁ ନିଲମ୍ବନ କରିଛନ୍ତି । ଗୁରୁବାର ଜାରି ହୋଇଥିବା ନିଲମ୍ବନ ନିର୍ଦ୍ଦେଶରେ କୁହାଯାଇଛି ଯେ, ଏବେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ଅନୁଗୁଳିଆଙ୍କ ହେଡକ୍ୱାର୍ଟର୍ସ ରହିବ । ନିଲମ୍ବନ ଅବଧି ମଧ୍ୟରେ ସେ କୋରାପୁଟ ଜିଲାପାଳଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର୍ସ ଛାଡି ଯାଇପାରିବେ ନାହିଁ ।
ତେବେ ସରକାରୀ ଜମି ହଡପ ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। କାଲିମେଳାରେ ତହସିଲଦାର ଥିବା ବେଳେ ତାଙ୍କ ନାଁରେ ସରକାରୀ ଜମି ହଡପ ଅଭିଯୋଗ ଆସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଭକ୍ତରେ ନାଗାର୍ଜୁନ ବେଶ

ପୁରୀ ଅଫିସ, ୨୮ା୧୧: ଏକ ଆବେଗମୟ ମୁହୂର୍ତ୍ତର ପରିସମାପ୍ତି ଘଟିଛି। ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କର ଦୁର୍ଲଭ ନାଗାର୍ଜୁନ ବେଶ ହୋଇଛି। ଦୀର୍ଘ ୨୫ବର୍ଷ ପରେ...

କରୋନା ସଚେତନତା ଲାଗି ବୌଦ୍ଧ ଜିଲା ପ୍ରଶାସନର ଅଭିନବ ଉଦ୍ୟମ

ବୌଦ୍ଧ, ୧୯ା୪(ସ୍ବ.ପ୍ର.): କରୋନା ସଂକ୍ରମଣ ସମ୍ପର୍କରେ ସଚେତନତା ଓ ଲକଡାଉନ ନିୟମ ପାଳନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅଭିନବ ଉଦ୍ୟମ ଆରମ୍ଭ ହୋଇଛି।...

ନିଶାସକ୍ତ ହୋଇ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

କଣ୍ଟାବାଞ୍ଜିି, ୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ଖଗସା ଗାଁର ଜଣେ ବ୍ୟକ୍ତି ତା’ଙ୍କ ବୃଦ୍ଧା କାକି ଓ ଭାଇକୁ ଗତ ୧୪ ତାରିଖରେ ମରଣାନ୍ତକ...

କରୋନା ଡର: କେରଳଫେରନ୍ତା ଶ୍ରମିକଙ୍କୁ ଦେଖି ଛାନିଆ

ଜୟପୁର,୧୩।୩ (ଡି.ଏନ୍‌.ଏ.) – କୋରାପୁଟ ଜିଲାର ଅନେକ ଲୋକ କେରଳରେ ଶ୍ରମିକ ଭାବେ କାମ କରୁଛନ୍ତି। ଏହି ଶ୍ରମିକମାନେ ବର୍ତ୍ତମାନ ନିଜ ଗ୍ରାମକୁ ଫେରୁଥିବା ବେଳେ...

ଦୁଇ ଦିନ୍‌ ଉତାରୁ ନୂଅଁ।ଖାଇ:ଘର ସଜାବାରେ ସଭେ ବାଇ

ଘଣ୍ଟାପଡା, ୩୧।୮ (ଡି.ଏନ୍‌.ଏ.): ଦୁଇ ଦିନ୍‌ ଉତାରୁ ଗଁାଗଁଲିରୁ ସହର ତକ୍‌ ସବୁନେ ଜାକ୍‌ଜମକରେ ପାଲନ ହେବା ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ। ସେଥିରଲାଗି...

ଚିତ୍ରୋତ୍ପଳା ନଦୀରେ ଭାସିଗଲେ ଯୁବକ

ସାଲେପୁର,୧୯।୧(ଡି.ଏନ୍‌.ଏ.):  ସାଲେପୁର ଥାନା ଅଧୀନ ହରିଚନ୍ଦନପୁର ବଉଳେଇ ଠାକୁରାଣୀ ପୀଠ ନିକଟ ଚିତ୍ରୋପତ୍ଳା ନଦୀରେ ଭାସି ସୋମବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

କାଜୁ ତୋଳିବାକୁ ଆସି ଯୁବକଙ୍କ ଜୀବନ ଗଲା

ପାଟଣା,୨୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସିଲିପଦା ଗ୍ରାମର ଅଭିମନ୍ୟୁ ପାତ୍ର ନାମକ ଜଣେ ବ୍ୟକ୍ତି ଗାଁରେ ଥିବା ନିଜ କାଜୁ ପଡିଆକୁ ଗୁରୁବାର କାଜୁ...

୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୧।୩: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ...

Advertisement


Archives

Model This Week