ପିଲାଚୋର ସନ୍ଦେହରେ ଛେଚା ଖାଇଲେ ୨ ଯୁବକ

ଭୋଗରାଇ,୧୯।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ରସଲପୁର ଗ୍ରାମର ଅଭିମନ୍ୟୁ ବେହେରାଙ୍କ ଘରେ ଶୁକ୍ରବାର ଭୋର୍‌ରୁ ଏକ କାର୍‌ରେ ୪ ଜଣ ଅଚିହ୍ନା ଯୁବକ ଗାଡ଼ି ରାସ୍ତାରେ ରଖି ଘର ଭିତରକୁ ପଶିଥିଲେ। ଘରଲୋକ ଏହା ଜାଣି ପିଲା ଚୋରି ସନ୍ଦେହରେ ପାଟି କରିବାରୁ ସେମାନେ ଦୌଡ଼ି ପଳାଇ ଯିବାକୁ ଉଦ୍ୟମ କରୁଥିବାବେଳେ ଗ୍ରାମବାସୀ ଦୁଇଜଣଙ୍କୁ କାବୁ କରି ନେଇ ତାଙ୍କ ହାତଗୋଡ଼ ବାନ୍ଧି ନିର୍ଧୂମ ଛେଚିଥିଲେ। କମର୍ଦ୍ଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇଜଣକୁ ଉଦ୍ଧାର କରି ଥାନାରେ ଅଟକ ରଖି ପଚରାଉଚରା କରୁଛି। ଅନ୍ୟ ଦୁଇ ଅଭିଯୁକ୍ତ ଘଟଣାସ୍ଥଳରୁ ଖସିଯିବାରେ ସକ୍ଷମ ହୋଇଛନ୍ତି । ଅଟକ ଥିବା ଦୁଇ ଯୁବକ ହେଲେ ଭୋଗରାଇ ଥାନା ସୁଆସୁଣୀ ଗ୍ରାମର ରଞ୍ଜିତ ଦାସ ଓ ଦେଉଳା ଗ୍ରାମର ସଞ୍ଜିତ ଜେନା।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶିତ:ଜୁନିୟର କଲେଜରେ ୯୦.୨୩%

ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ୍‌.ଏ.), ୪।୬ପ୍ରକାଶ ପାଇଛି ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ। ଢେଙ୍କାନାଳ ଜୁନିୟର କଲେଜର ପାସ୍‌ ହାର ରହିଛି ୯୦.୨୩%। ପରୀକ୍ଷା ଦେଇଥିବା ୨୫୨ ଛାତ୍ରୀଛାତ୍ରଙ୍କ...

କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ମୃତ

କେନ୍ଦୁଝର, ୧୨ା୩(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାର ତୁରୁମୁଙ୍ଗା ଥାନା ରାଜନଗର ପଞ୍ଚାୟତ ନୂଆଗଁା ନିକଟରେ ଏକ କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଖବର...

ରେଞ୍ଜର ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ଗିରଫ

କରଞ୍ଜିଆ,୭।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଦୁଧିଆଣି ରେଞ୍ଜର ସରୋଜ ପଣ୍ଡାଙ୍କୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ କରଞ୍ଜିଆ ବନଖଣ୍ଡ ଅଧିକାରୀ ତାଙ୍କୁ ନିଲମ୍ବନ...

୫୪ ଦିନ ପରେ ଗାଁକୁ ଫେରିଲା ମୃତଦେହ

ବାଣପୁର, ୨।୨(ଡି.ଏନ୍‌.ଏ): ପରିବାର ପ୍ରତିପୋଷଣ ପାଇଁ ଅଧିକ ରୋଜଗାର ଆଶାରେ ସୁଦୂର ସାଉଦି ଆରବକୁ ଯାଇଥିବା ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ବାଁଳେଇ ଗ୍ରାମର ଜଣେ...

ରଥଯାତ୍ରା ବାତିଲ ପାଇଁ ଜନସ୍ବାର୍ଥ ମାମଲା: ‘ସ୍ଥିତି ଦେଖି ନିଷ୍ପତ୍ତି ନିଅନ୍ତୁ ସରକାର’

କଟକ ଅଫିସ,୧୦ା୬: କରୋନା ସଂକ୍ରମଣ ଆଶଙ୍କା ଯୋଗୁ ଚଳିତ ବର୍ଷ ରଥଯାତ୍ରା ସ୍ଥଗିତ ରଖିବାକୁ ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାର ମଙ୍ଗଳବାର ଶୁଣାଣି ହୋଇଛି। ମୁଖ୍ୟ...

ରାସ୍ତା ପୁନରୁଦ୍ଧାର ଦାବିରେ ରାଜପଥ ଅବରୋଧ

ବୋଲଗଡ଼,୨୨ା୧୦(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଫାସୀଓଦା ପଞ୍ଚାୟତ କୋଟପଲ୍ଲା ଗ୍ରାମ ରାସ୍ତା ପୁନରୁଦ୍ଧାର ଦାବିରେ ସୋମବାର ଭୀମପଡାଠାରେ ଗ୍ରାମବାସୀ ୫୭ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଭୀମପଡାଠାରୁ...

ବାପାଙ୍କ ଋଣ ଶୁଝିବାକୁ ଝିଅ ବନ୍ଧକ

ଲାଠୋର, ୩୧।୧(ଡି.ଏନ.ଏ.): ଅଗ୍ରିମ ଟଙ୍କା ନେଇ ୨୦୨୦ ନଭେମ୍ବରରେ ତେଲଙ୍ଗାନାକୁ ସ୍ତ୍ରୀଙ୍କ ସହ ଦାଦନ ଖଟିବାକୁ ଯାଇଥିଲେ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଡେବରିଆମୁଣ୍ଡା ଗ୍ରାମର...

ଆକାଶଙ୍କୁ କ୍ରାଇମ୍‌ବ୍ରାଞ୍ଚର ମାରାଥନ ଜେରା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ...

Advertisement
Archives

Model This Week