ପ୍ରଦୀପ ଅମାତଙ୍କ ନାଁରେ ସଂଘାତିକ ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି କଲେ…

ଭୁବନେଶ୍ୱର,୨।୧୨: ପୂର୍ବତନ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ଦାବି ହୋଇଛି। ଗୃହରେ କବିସୂର୍ଯ୍ୟନଗର ଭାଜପା ବିଧାୟକ ପ୍ରତାପ ନାୟକ ଦାବି କରିଛନ୍ତି। ମେଗା ପାନୀୟ ଜଳ ପ୍ରକଳ୍ପ ଦୁର୍ନୀତିରେ ପ୍ରଦୀପଙ୍କ ସମ୍ପୃକ୍ତି ଥିବା ପ୍ରତାପ ଅଭିଯୋଗ କରିଛନ୍ତି।

ବିଧାନସଭାରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ ଜଳ ଅଛି। ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ ଜଳ ଅଛି। ୨୦୨୪ ଜୁନ ସୁଦ୍ଧା ବିଜେଡି ୩ଟି ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ କରିଥିଲେ। ଆମେ ୧୭ ମାସରେ ୨୨ଟି ପ୍ରକଳ୍ପ ସମ୍ପୂର୍ଣ୍ଣ କରିଛୁ ବୋଲି ମନ୍ତ୍ରୀ ନାଏକ କହିଛନ୍ତି। ବିଜେଡି ୧୬ଟି ସିଭିଲ ପ୍ରୋଜେକ୍ଟ କରିଥିଲା, ଆମେ ୬୬ଟି ସମ୍ପୂର୍ଣ୍ଣ କରିଛୁ। ୩୭୩୩ଟି ସୋଲାର ପ୍ରୋଜେକ୍ଟ ଶେଷ କଲେ, ଆମେ ୨୭୦୨ ପ୍ରୋଜେକ୍ଟ ସାରିଛୁ। ହର ଘର ଜଳ ଯୋଜନାରେ ୬୦୩୨ ପ୍ରୋଜେକ୍ଟ ସାରିଥିଲେ, ଆମେ ୪୭୯୧ କରିଛୁ।୨୮,୩୫୦ ନଳକୂପ ବିଜେଡି କରିଥିଲା।, ଆମେ ୨୨,୯୬୪ଟି କରିଛୁ। ପିଏମ ଗତି ଶକ୍ତିରେ ବିଜେପି ୭୧ ହଜାର କିମି ପାଇପ ଲାଇନ ବିଛାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri