ବଡ଼ଗଡ଼ ବ୍ରିଟ୍‌ କଲୋନୀରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ସିସିଟିଭିରେ ବଡ଼ ଖୁଲାସା!

ଭୁବନେଶ୍ୱର,୨୯।୮: ବଡ଼ଗଡ଼ ବ୍ରିଟ୍‌ କଲୋନୀରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ସନ୍ଦେହରେ ୨ ଯୁବତୀ । ଝୁଲନ୍ତା ଅବସ୍ଥାରେ ଥିବା ଯୁବକଙ୍କ ନିକଟରୁ ମୋବାଇଲ ନେଇ ଛୁ ମାରିଲେ ୨ ଯୁବତୀ। ଯାହାକୁ ନେଇ ଚର୍ଚ୍ଚା ସନ୍ଦେହରେ ୨ ଯୁବତୀ ଥିବା ଜଣାପଡିଛି। ସିସିଟିଭି ଦେଖି ସମ୍ପୃକ୍ତ ୨ ଯୁବତୀଙ୍କୁ ପୋଲିସ ଖୋଜୁଛି । ଯୁବକ ହେଲେ କୁଆଖିଆ ଯାଜପୁରର ଶୁଭମ ପଣ୍ଡା। ସେ ବରଗଡ଼ରେ ପୂଜା ସାମଗ୍ରୀ ଦୋକାନ କରିଥିଲେ। ବଡଗଡ ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ଶେଷଥର ପାଇଁ ସିସିଟିଭିରେ ଦୁଇ ଯୁବତୀଙ୍କୁ ଏକ ସ୍କୁଟିରେ ଯାଉଥିବା ଦେଖିବାକୁ ମିଳିଛି I ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri