କିପରି ହେଲା ମୁନା ମୁଣ୍ଡାଙ୍କ ମୃତ୍ୟୁ, ହଠାତ୍ ଅସୁସ୍ଥ ହେବା ପରେ….

ଦେବଗଡ,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ କଳାମାଟି ଗ୍ରାମର ଜଣେ ଯୁବକଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ କଳାମାଟି ଗ୍ରାମର ତପନ ମୁଣ୍ଡାଙ୍କ ପୁଅ ମୁନା ମୁଣ୍ଡା (୨୧) ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ ମଙ୍ଗଳବାର ବିଳମ୍ବିତ ରାତିରେ ମୁନା ହଠାତ ଗୁରୁତର ଅସୁସ୍ଥ ହୋଇ ପଡିଥିଲେ । ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଦେବଗଡ ଥାନା ପୋଲିସ ଏ ସମ୍ପର୍କରେ ସୂଚନା ପାଇ ବୁଧବାର ସକାଳେ ମୃତଦେହ ଜବତ କରିବାସହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି । ଏଥିସହ ମୁନାଙ୍କ ମୃତ୍ୟୁର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବାରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri