ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ: ପ୍ରଥମ ଶ୍ରେଣୀରେ ପଢ଼ୁଥିବା ପୁଅକୁ ହଷ୍ଟେଲ ଛାଡିବାକୁ ଯାଇ ଫେରିଲା ମୃତଦେହ

ଦାରିଙ୍ଗବାଡି,୮।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅକୁ ହଷ୍ଟେଲ ଛାଡିବାକୁ ଯାଇଥିବା ବାପାଙ୍କ ମୃତଦେହ ଘରକୁ ଫେରିଛି।
ପ୍ରକାଶ ଯେ, ଉକ୍ତ ଫାଣ୍ଡି କୁକେରମାହା ଗ୍ରାମର ମହେଶ୍ୱର ପ୍ରଧାନ (୩୯) ଶୁକ୍ରବାର ଅପରାହ୍ନରେ ସ୍ତ୍ରୀ ଅମିତା ପ୍ରଧାନଙ୍କ ସହ ପ୍ରଥମ ଶ୍ରେଣୀରେ ପଢ଼ୁଥିବା ପୁଅ ଦାମୋଦରଙ୍କୁ ହଷ୍ଟେଲ ଛାଡିବାକୁ ଯାଇଥିଲେ ପୁଅକୁ ହଷ୍ଟେଲରେ ଛାଡିବା ପରେ ସ୍ତ୍ରୀ ଅମିତା ଘରକୁ ଫେରିଥିଲେ। ମାତ୍ର  ମହେଶ୍ୱର ବୁଡ଼ାଗୁଡା ବଜାରରେ ଅଟକି ଯାଇଥିଲେ। ସେ ଘରକୁ ଆଉ ସେହି ରାତିରେ ଫେରି ନ ଥିଲେ ସକାଳୁ ପରିବାର ଲୋକ ଖବର ପାଇଲେ ଯେ, ବାଟରେ ମହେଶ୍ୱରଙ୍କ ମୃତଦେହ ପଡିଛି । ଖବର ପାଇ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ମହେଶ୍ୱରଙ୍କ ମୃତଦେହକୁ ଘରକୁ ଆଣିଥିଲେ। ତେବେ ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ବିଭିନ୍ନ ଆଲୋଚନା ହେଉଛିା କେହି ଜଣେ ବ୍ୟକ୍ତି ୧୧୨ ନମ୍ବରକୁ ଫୋନ କରି ମହେଶ୍ୱରଙ୍କୁ ମୃତଦେହ ପଡିଥିବା ଓ କିଛି ଅଘଟଣ ଆଶଙ୍କା କରି ତଦନ୍ତ ପାଇଁ ଜଣାଇଥିଲେ। ଖବର ପାଇ ବୁଡ଼ାଗୁଡା ଫାଣ୍ଡି ଅଧିକାରୀ ଉଦ୍ଧବ କୁମାର ଯାନୀ ସଦଳବଳ ପହଞ୍ଚି ଘଟଣାର ତଦନ୍ତ କରିଥିଲେ। ଏହା କୈଣସି ଅଘଟଣ ନୁହଁ ସେ ଭୋକ ଉପାସରେ ଥାଇ ପାରନ୍ତି ଅନ୍ୟ କିଛି  ସ୍ବାସ୍ଥ୍ୟଗତ କାରଣରୁ ମୃତ ହୋଇଥାଇପାରେ ଆମର କୌଣସି ଅଭିଯୋଗ ନାହିଁ ବୋଲି ପରିବାର ପକ୍ଷରୁ ଲିଖିତ ପତ୍ର ପୋଲିସ ଅଧିକାରୀଙ୍କୁ ଦେଇଛନ୍ତି। ପୋଲିସ ପ୍ରାଥମିକ ତଦନ୍ତ ଓ ପରିବାର ଲୋକଙ୍କ ଅଭିଯୋଗ ନ ଥିବା ଲିଖିତ ପତ୍ର ଧରି ସେଠାରୁ ଫେରିଥିବା ଫାଣ୍ଡି ଅଧିକାରୀ ଉଦ୍ଧବ କୁମାର ଯାନୀ କହିଛନ୍ତି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri