ଭୁବନେଶ୍ୱର,୧୩॥୧୨: ଭୁବନେଶ୍ୱର କିସ୍ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର କେନ୍ଦୁଝର ଟାଉନ ଥାନା ଟିକରଗୁମୁରା ଗାଁର।ଛାତ୍ରଙ୍କ ଶରୀରରେ କ୍ଷତ ଚିହ୍ନ ଯେହେତୁ ରହିଛି ତାଙ୍କ ବଡ଼ ମା’ ହତ୍ୟା ଅଭିଯୋଗ ଆଣିଛନ୍ତି। ମୃତଦେହ ରଖି କେନ୍ଦୁଝର ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ପରିବାର ବସିଛନ୍ତି। ମୃତଦେହ ରଖି କେନ୍ଦୁଝର ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ପରିବାର ବସିଛନ୍ତି।