ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଆଠଗଡ଼,୨୬।୨(ସତ୍ୟପ୍ରକାଶ ରଥ): କଟକ ଜିଲା ଆଠଗଡ ବ୍ଲକ ଖୁଣ୍ଟୁଣୀ ଥାନା ରାଣୀଣିଆ ଆଦର୍ଶ କାରାଗାର୍‌ରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ମହମ୍ମଦ ତୟବ। ତିଗିରିଆ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଓ ହତ୍ୟା ଅଭିଯୋଗ ଆଣିଛନ୍ତି ତୟବଙ୍କ ପରିବାର। ଏହାର ପ୍ରତିବାଦରେ ମୃତକଙ୍କ ଗ୍ରାମ ତିଗିରିଆ ଥାନା ପଙ୍କାଳ ଠାରେ ୬୫ନଂ ରାଜା ଆଠଗଡ- ନରସିଂହ ପୁର ରାସ୍ତା ଗ୍ରାମ ବାସୀଙ୍କ ଦାରା ଅବରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri