ଭାରତୀୟ ବଂଶୋଦ୍ଭବ ଦମ୍ପତି, ୨ ପିଲାଙ୍କ ସନ୍ଦେହଜନକ ମୃତ୍ୟୁ

ନ୍ୟୁୟର୍କ,୬ା୧୦: ଆମେରିକାର ନ୍ୟୁଜର୍ସିିସ୍ଥିତ ଘରୁ ଭାରତୀୟ ବଂଶୋଦ୍ଭବ ଦମ୍ପତି ଓ ସେମାନଙ୍କ ଦୁଇ ପିଲାଙ୍କ ମୃତଦେହ ମିଳିଛି। ହତ୍ୟା ସନ୍ଦେହ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ବୁଧବାର ଅପରାହ୍ନ ୪ଟା ୩୦ରେ ତେଜପ୍ରତାପ ସିଂ (୪୩) ଓ ସୋନାଲ ପରିହାର(୪୨)ଙ୍କ ସମେତ ସେମାନଙ୍କ ୧୦ ବର୍ଷ ଓ ୬ ବର୍ଷର ଦୁଇ ପୁଅଙ୍କ ମୃତଦେହ ସେମାନଙ୍କ ପ୍ଲେନ୍‌ସ୍‌ବୋରୋ ଘରୁ ମିଳିଥିଲା। ପୋଲିସ ସେମାନଙ୍କ ଘରେ ପହଞ୍ଚତ୍ ଅନୁଧ୍ୟାନ କରିବା ସହ ସେମାନଙ୍କର ଅନ୍ୟ କାହା ସହ ବିବାଦ ଥିଲା କି ନାହିଁ ଜାଣିବା ପାଇଁ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ସମୁଦ୍ରରୁ ମାଡ଼ି ଆସୁଛି ବଡ଼ ବାତ୍ୟା! ଏହିଦିନ କରିବ ଲ୍ୟାଣ୍ଡଫଲ୍‌…

ନୂଆଦିଲ୍ଲୀ,୧୦।୬: ଆସୁଛି ବଡ଼ ବାତ୍ୟା । ଯାହାକୁ ନେଇ ଛାନିଆ ହେଲେଣି ଉପକୂଳବାସୀ । ସାମୁଦ୍ରିକ ବାତ୍ୟା କ୍ରିଷ୍ଟିନାକୁ ନେଇ ଏବେ ସବୁଠି ଭୟର ମାହୋଲ ।…

ମୋଦିଙ୍କୁ ପ୍ରଶଂସାରେ ପୋତିଲା ପାକିସ୍ତାନର ବନ୍ଧୁ ଦେଶ: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ’ ଏବେ କହୁଛନ୍ତି…

ନୂଆଦିଲ୍ଲୀ,୧୦।୬: ନରେନ୍ଦ୍ର ମୋଦି ସ୍ବାଧୀନ ଭାରତର ଇତିହାସରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସର୍ବାଧିକ ଦୀର୍ଘ ଦିନ ଧରି ରହିବାର ରେକର୍ଡ ସ୍ଥାପନ କରିଥିଲେ। ଏହି ଐତିହାସିକ ସଫଳତା…

ଏଲନ ମସ୍କଙ୍କୁ ଜୋରଦାର ଝଟକା: ରୋକିଲା ଭାରତ

ଓ୍ବାଶିଂଟନ୍‌,୧୦।୬: ଏଲନ ମସ୍କଙ୍କୁ ଏକ ବଡ଼ ଝଟକା ଲାଗିଛି। ଭାରତ ସରକାର ଷ୍ଟାରଲିଙ୍କ ସେବା ଆରମ୍ଭ ପାଇଁ ଅନୁମୋଦନକୁ ବନ୍ଦ କରିଦେଇଛନ୍ତି। ଏହାର ଅର୍ଥ ହେଉଛି ଷ୍ଟାରଲିଙ୍କ…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ହର୍ମୁଜରେ ଜାହାଜ ଚଳାଚଳ ବନ୍ଦ, ଇରାନ ଉପରେ ଜୋରଦାର ଆକ୍ରମଣ କଲା ଆମେରିକା

ତେହରାନ,୧୦।୬: ଓମାନ ଉପକୂଳରେ ଆମେରିକୀୟ ସେନାର ଏକ ଆପାଚି ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି।…

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri