ବଳାତ୍କାର ପୀଡ଼ିତାଙ୍କ ସନ୍ଦେହଜନକ ମୃତ୍ୟୁ

କୁତ୍ରା, ୧୬।୬(ଡି.ଏନ୍‌.ଏ)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ନୂଆଗାଁ ଅଞ୍ଚଳରେ ବଳାତ୍କାର ଶିକାର ହୋଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାବେଳେ ଅସୁସ୍ଥତା ଅନୁଭବ କରିବା ସହିତ ମୁହଁରୁ ଫେଣ ବାହାରୁଥିବା ନେଇ ତାଙ୍କ ବାପାଙ୍କୁ ଜଣାଇଥିଲେ। ପରେ ଆମ୍ବୁଲାନ୍ସ ଯୋଗେ କୁତ୍ରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ଡାକ୍ତର ଚିକିତ୍ସା ଆରମ୍ଭ କରିବା ପରେ ତାଙ୍କର ମୃତ୍ୟୁ ହୋଇଥିଲା।
ସୂଚନାଯୋଗ୍ୟ, ଯୁବତୀଙ୍କର ସମ୍ପୃକ୍ତ ଅଞ୍ଚଳର ଜଣେ ଯୁବକ ବିନୋଦ ସିଂ(୩୦) ସହିତ ଚିହ୍ନାପରିଚୟ ହୋଇଥିଲା। ଏହାର ସୁଯୋଗ ନେଇ ବିନୋଦ ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଯୁବତୀ ଜଣଙ୍କ ୫ମାସର ଗର୍ଭବତୀ ହୋଇଥିଲେ। ପରିବାର ଲୋକ ଜାଣିବା ପରେ ଗ୍ରାମରେ ଏକ ବୈଠକ ବସିଥିଲା। ତେବେ ବୈଠକରେ ଯୁବକ ଜଣଙ୍କ ବିବାହ ପାଇଁ ସହମତି ଜଣାଇଥିଲେ। କିନ୍ତୁ ପରେ ବିବାହ ପାଇଁ ମନା କରିବାରୁ ଯୁବତୀଙ୍କ ବାପା ଗତ ୬ ତାରିଖ କୁତ୍ରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ କୁତ୍ରା ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଇଥିଲା। ଗତ ୮ ତାରିଖରେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ତେବେ ଏହି ସବୁ ଘଟଣାରେ ପରେ ଯୁବତୀଙ୍କର ମୃତ୍ୟୁ ସନ୍ଦେହଜନକ ହୋଇଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri