ନିର୍ବାଚନ ଦିନ ସରପଞ୍ଚ ପ୍ରାର୍ଥୀଙ୍କ ସନ୍ଦେହଜନକ ମୃତ୍ୟୁ: ନିର୍ବାଚନ ସ୍ଥଗିତ

କଟକ ସଦର,୧୬।୨ (ଡି.ଏନ୍‌.ଏ.): ନିର୍ବାଚନ ଦିନ ସକାଳୁ ସରପଞ୍ଚ ପ୍ରାର୍ଥୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ସଦର ବ୍ଲକ ଯଶପଡ଼ା ପଞ୍ଚାୟତରେ। ସରପଞ୍ଚ ପ୍ରାର୍ଥିନୀ ନମିତା ବେହେରା ମୃତ୍ୟୁ ପରେ ନିର୍ବାଚନ ସ୍ଥଗିତ ରଖାଯାଇଥିବା ନିର୍ବାଚନ ଅଧିକାରୀ ରାଜୀବ ଲୋଚନ ପରିଡ଼ା ସୂଚନା ଦେଇଛନ୍ତି। ମୃତ୍ୟୁର କାରଣ ଏଯାବତ୍‌ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ପାଲଟିଛି ଜହର

ଗଣ୍ଡତୁରୁମ, ୨୩।୬ (ଡି.ଏନ.ଏ)  ଭେଡେନ ବ୍ଲକ ମହୁଲପାଲି ପଞ୍ଚାୟତର ଟିିହିକିପାଲି ଗ୍ରାମରେ ଦିନକୁ ଦିନ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି ରୋଗରେ...

ଯମେଶ୍ୱରଙ୍କଠାରୁ ହିସାବ ବୁଝିଲେ ସୁଦର୍ଶନ

ପୁରୀ ଅଫିସ, ୨୭ା୮: ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ହେଉଛନ୍ତି ଶ୍ରୀଲୋକନାଥ। ସେହିପରି ଶ୍ରୀମନ୍ଦିରର ବର୍ଷକ ଯାକର ହିସାବ ବୁଝାଶୁଝା କରନ୍ତି ପ୍ରଭୁ ଯମେଶ୍ୱର। ତେଣୁ ଯମେଶ୍ୱରଙ୍କୁ...

ଓଡ଼ିଶାର ଆଉ ଏକ ଜିଲାକୁ ଡେଇଁଲା କରୋନା: ୬୧ ନଂ ଆକ୍ରାନ୍ତ ବାଲେଶ୍ୱରର

ଭୁବନେଶ୍ୱର,୧୮ା୪(ବ୍ୟୁରୋ) : ଶନିବାର ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର। ତାଙ୍କର ବୟସ ୫୮ ବର୍ଷ ବୋଲି ରାଜ୍ୟ...

CORONAVIRUS UPDATE: ୨୦ ଜିଲାକୁ ଡେଇଁଲା କରୋନା; ଏକାଥରେ ୫୮ ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୩୫୨

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ଏକାଥରେ ୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ଜଣ ଗଞ୍ଜାମ,ବାଲେଶ୍ଵର...

ପିଆଜ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଜିଲା ୫୭ ନଂ ଜାତୀୟ ରାଜପଥ ସଦର ଥାନା ଅଞ୍ଚଳରୁ ଗୁରୁବାର ଅପରାହ୍ନରେ ଏକ ପିଆଜ ଟ୍ରକ୍‌ରୁ ୭ କୁଇଣ୍ଟାଲ ଗଞ୍ଜେଇ...

ଦେବ ଦୀପାବଳି ଉତ୍ସବ: କୌଶଲ୍ୟା, ଦଶରଥଙ୍କୁ ଦୀପଦାନ

ପୁରୀ ଅଫିସ,୨୬ା୧୧: ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ...

ପଶ୍ଚିମ ଓଡ଼ିଶା ମତ୍ସ୍ୟଜୀବୀ ତିଅର ସମାଜର ମହାସଭା: ହକ୍‌ ପାଇଁ ଲଢେଇ ଦରକାର

ବଲାଙ୍ଗୀର ଅଫିସ,୧୩।୧: ବଲାଙ୍ଗୀରଠାରେ ପଶ୍ଚିମ ଓଡିଶା ମତ୍ସ୍ୟଜୀବୀ ତିଅର ସମାଜର ମହାସଭା ଅନୁଷ୍ଠିତ ହୋଇଯାଇଛି। ସମାଜ ସଭାପତି ଶ୍ରୀବତ୍ସ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହାସଭାରେ ମୁଖ୍ୟଅତିଥି...

ଘରୋଇ ସଙ୍ଗରୋଧରେ ଥିବା ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ, ମୋବାଇଲ ଫୋନ ଜବତ

ବ୍ରହ୍ମପୁର ଅଫିସ,୧୯ା୬- ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍‌ଷ୍ଟାଣ୍ଡ ପଛପଟେ ଲିଙ୍ଗରାଜ ନଗରରେ ଥିବା ଏକ ଆପାର୍ଟମେଣ୍ଟରେ ଘରୋଇ ସଙ୍ଗରୋଧରେ ଥିବା ଜଣେ ଯୁବକ...

Advertisement
Archives

Model This Week