ଭଡ଼ାଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ଟିଟିଲାଗଡ଼,୨୪ା୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ଼ ହାଟପଦା ପଡ଼ାରେ ଭଡ଼ାରେ ରହୁଥିବା ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୁନିଗୁଡ଼ାରେ ରହୁଥିବା ମହିଳାଙ୍କ ସ୍ବାମୀଙ୍କୁ ଖବରଦେଇ ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ରଞ୍ଜନ ବରିହା କହିଛନ୍ତି। ତେବେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଚଳାଇ ଥିବା ବେଳେ କେଉଁ ପରିସ୍ଥିତିରେ ଉଭୟ ସ୍ତ୍ରୀ- ସ୍ବାମୀ ଅଲଗା ରହୁଥିଲେ ତାହା ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ପକାଇଥିଲେ ଜାଲ: ମାଛ ଭାବି ଉଠାଇଲା ବେଳକୁ କୁମ୍ଭୀର

ମହାକାଳପଡ଼ା, ୨୯।୮(ଡି.ଏନ୍‌.ଏ.): ମାଛ ପାଇଁ ନଦୀରେ ପକାଇଥିଲେ ଜାଲ ହେଲେ ମିଳିଲା କୁମ୍ଭୀର। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ। ତିଖିରି...

ବନ୍ଦ ଡାକରାରେ ବଡ଼ବିଲ ପ୍ରଭାବିତ

ବଡ଼ବିଲ,୧୫।୭(ସ୍ବ.ପ୍ର.): ପେଟ୍ରୋଲିୟମ୍‌ ତୈଳଦର, ରନ୍ଧନ ଗ୍ୟାସ ଓ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ ବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ରାଜ୍ୟବ୍ୟାପି ୬ଘଣ୍ଟିଆ ବନ୍ଦ ଡାକରା...

ମହାନଦୀ, ଶାଳିଆରୁ ଗଞ୍ଜାମକୁ ଆସିବ ପାଣି

ଛତ୍ରପୁର,୩୧ା୧(ଡି.ଏନ୍‌.ଏ.)- ନୟାଗଡ ଜିଲା ଦେଇ ଯାଇଥିବା ମହାନଦୀ ଓ ଖୋର୍ଦ୍ଧା ଜିଲା ଦେଇ ଯାଇଥିବା ଶାଳିଆ ଡ୍ୟାମ୍‌ରୁ ଗଞ୍ଜାମ ଜିଲାକୁ ପାଣି ଅଣାଯିବ। ଏନେଇ ୨ଟି...

ବାର୍‌ହା ମାଂସ ଭାଗବଣ୍ଟା ବେଳେ ଘଟିଲା ଏମିତି

ରେଢ଼ାଖୋଲ,୨ା୯(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡ ବଡ଼ମାଳ ରେଞ୍ଜ ଅଧୀନ ଗରଗଡ଼ବାହାଳ ପଞ୍ଚାୟତ ଲମଟିଦାଦର ଜଙ୍ଗଲରେ ବୁଧବାର ରାତିରେ ବାର୍‌ହା ଶିକାର ପରେ ଚାଲିଥିଲା ମାଂସ...

ଡଙ୍ଗାରେ ନଦୀ ପାର ହେଉଥିବା ସମୟରେ ଭାସିଗଲେ

କଣିହାଁ,୧୪।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଟିକିରା ନଦୀରେ କରଡେଇ ଘାଟରେ ଡଙ୍ଗାରେ ପାର ହେଉଥିବାବେଳେ ଜଣେ ବ୍ୟକ୍ତି ଭାସିଯାଇ ନିଖୋଜ ଥିବା ଜଣାପଡ଼ିଛି। ତାଙ୍କ...

କରୋନା ସାଙ୍ଗକୁ କାଳବୈଶାଖୀ: ଚାଷୀ ସର୍ବସ୍ବାନ୍ତ

ବାରିପଦା ଅଫିସ, ୨୬ା୪-ମହାମାରୀ କରୋନା ଲାଗି ଲୋକଙ୍କ ଜୀବନ ଦୁର୍ବିଷହ ହୋଇପଡିଥିବା ବେଳେ ବେଡି ଉପରେ କୋରଡା ମାଡ ସଦୃଶ ଚାଷୀଙ୍କ ପାଇଁ ସର୍ବନାଶ କାରଣ...

ଏମ୍‌କେସିଜି ପଥ୍ୟ ବିଭାଗ ପଙ୍ଗୁ

ବ୍ରହ୍ମପୁର ଅଫିସ,୨୩ା୧୨-ବ୍ରହ୍ମପୁର ମେଡିକାଲକୁ ଦକ୍ଷିଣ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଖୋର୍ଦ୍ଧା ଓ ପୁରୀ ଜିଲାରୁ ପ୍ରତିଦିନ ରୋଗୀ ଆସିଥାନ୍ତି। ଏମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ସହ...

ସେଲୁନ, ପାର୍ଲର୍‌ ଖୋଲିବାକୁ ଅନୁମତି ମାଗିଲା ବାରିକ ସଂଘ

  ରାୟଗଡ଼ା ଅଫିସ,୩ା୫: ଦୀର୍ଘ ଦିନ ଧରି ଲକ୍‌ଡାଉନ ଯୋଗୁ ଜୀବନ ଜୀବିକା ପ୍ରଭାବିତ ହୋଇଛି। ସେଲୁନ ଓ ପାର୍ଲର୍‌ଗୁଡ଼ିକ ବନ୍ଦ ଯୋଗୁ ବାରିକମାନେ ମଧ୍ୟ...

Advertisement
Archives

Model This Week