ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ: କଲେଜ ନିକଟ ରାସ୍ତା କଡ଼ରୁ ମିଳିଲା ମୃତଦେହ

ପାଟଣା,୨୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ମାଟିଆଗୁନି ରାସ୍ତାର କଲେଜ ନିକଟ ରାସ୍ତା କଡ଼ ବିଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଠାକୁରମୁଣ୍ଡା ଥାନା ଜଡ଼ିବିଲ ଗ୍ରାମର ବିରଞ୍ଚି ନାରାୟଣ ମହାନ୍ତ (୪୦) ବୋଲି ଜଣାପଡ଼ିଥିବା ବେଳେ ସେ ଭୁବନେଶ୍ୱର ରେ ରହୁଥିବାଲେ। କେହିତାଙ୍କୁ ହତ୍ୟା କରି ମୃତଦେହକୁ ଏଠାରେ ଫିଙ୍ଗିଦେଇ ଚାଲିଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ସାହାରପଡା ଫାଣ୍ଡି ଅଧିକାରୀ ପାତ୍ର ଓରାମ ଓ ପାଟଣା ଥାନା ଏସଆଇ ଲକ୍ଷ୍ମଣ ମାଝି ପହଞ୍ଚିି ମୃତଦେହକୁ ଜବତ କରି ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri