ଶେହବାଜଙ୍କ ଘରେ ପଶିଗଲେ ସନ୍ଦିଗ୍ଧ ବ୍ୟକ୍ତି

ଇସଲାମାବାଦ,୯ା୪: ଆଫଗାନିସ୍ତାନର ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ପାକିସ୍ତାନରେ ଗିରଫ କରାଯାଇଛି। ପ୍ରକୃତରେ ଏହି ସନ୍ଦିଗ୍ଧ ବ୍ୟକ୍ତି ଶନିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଘରେ ପ୍ରବେଶ କରିଥିଲେ। ତେବେ ତାଙ୍କୁ ଠିକ୍‌ ସମୟରେ ଗିରଫ କରାଯାଇ କାଉଣ୍ଟର ଆତଙ୍କବାଦ ବିଭାଗକୁ ହସ୍ତାନ୍ତର କରାଯାଇଥିଲା।

ପ୍ରଧାନମନ୍ତ୍ରୀଙ୍କ ଘରେ ସେ କେଉଁ ଉଦ୍ଦେଶ୍ୟରେ ପ୍ରବେଶ କରିଥିଲେ ଇସଲାମାବାଦ ପୋଲିସ ଅଭିଯୁକ୍ତକୁ ଅଜ୍ଞାତ ସ୍ଥାନକୁ ନେଇ ପଚରାଉଚରା କରୁଛି। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ନିଯୁକ୍ତ ଥିବା ସୁରକ୍ଷାକର୍ମୀମାନେ କହିଛନ୍ତି, ତିନିଟି ଭିନ୍ନ ମାର୍ଗ ଦେଇ ଅଭିଯୁକ୍ତ ପିଏମ୍‌ ହାଉସରେ ପହଞ୍ଚିଥିଲେ। ଏନେଇ ଅଧିକ ଅନୁସନ୍ଧାନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡା ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ...

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri