Posted inଜାତୀୟ

ସନ୍ଦେହ ଜନକ ସ୍ଥିତି, ଉରି ସେକ୍ଟରରେ ସର୍ଚ୍ଚ ଅପରେଶନ୍‌ ଜାରି…

ଶ୍ରୀନଗର,୨୦।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ସନ୍ଦେହ ଜନକ ସ୍ଥିତି ସୃଷ୍ଟି ହୋଇଛି। ନିୟନ୍ତ୍ରଣ ରେଖା ଦେଇ ଅନୁପ୍ରବେଶ ହେଉଥିବାର ଅନୁମାନ ଭାରତୀୟ ସେନା ପକ୍ଷରୁ କରାଯିବା ପରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଛି। ଉତ୍ତର କଶ୍ମୀରର ଉରି ସେକ୍ଟରରେ ଏଭଳି ସ୍ଥିତି ଦେଖାଦେଇଥିବା ପ୍ରତିରକ୍ଷା ପ୍ରବକ୍ତା କଲୋନେଲ ଇମରୋନ୍‌ ମାସ୍‌ଭି ସୂଚନା ଦେଇଛନ୍ତି। ରବିବାର ବିଳମ୍ବିତ ରାତିରେ ପାକ୍‌ ଅଧିକୃତ କଶ୍ମୀରଠାରୁ ଉରି ସେକ୍ଟର ପର୍ଯ୍ୟନ୍ତ ଅସ୍ବାଭାବିକ ସ୍ଥିତି ଉତ୍ପନ୍ନ ହୋଇଥିଲା।

ଏହି ପ୍ରାୟ ସେପ୍ଟେମ୍ବର-ଅକ୍ଟୋବରରେ ଏହି ବାଟେ ଅନୁପ୍ରବେଶ ହେବାର ଅଧିକ ଆଶଙ୍କା ରହିଥାଏ। ତେଣୁ ସେନା ସଜାଗ ରହିଥାନ୍ତି ବୋଲି ପ୍ରତିରକ୍ଷା ପ୍ରବକ୍ତା କହିଛନ୍ତି। ଥଣ୍ଡା ଏବଂ ବରଫ ପାତର ସୁଯୋଗ ନେଇ ଆତଙ୍କବାଦୀମାନେ ବର୍ଷର ଏହି ସମୟରେ ଅନୁପ୍ରବେଶ କରିଥାନ୍ତି। ଉତ୍ତର କଶ୍ମୀରର ଉରି, ନୋଓ୍ବଗାମ୍‌, ତଙ୍ଗଧାର, କେରାନ୍‌, ମାଛିଲ, ଗୁରେଜ୍‌ ଆଦି ସେକ୍ଟରରେ ଅନୁପ୍ରବେଶର ଆଶଙ୍କା ଅଧିକ ରହିଥାଏ।

ଭାରତୀୟ ସେନାର ୧୯ ଏବଂ ୨୭ ଇନଫାଣ୍ଟ୍ରି ଡିଭିଜନ ନିୟନ୍ତ୍ରଣ ରେଖାର ଉରିଠାରୁ ଗୁରେଜ ସେକ୍ଟର ପର୍ଯ୍ୟନ୍ତ ଅଞ୍ଚଳ ଉପରେ ତୀକ୍ଷ୍‌ଣ ନଜର ରଖିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri