୬ ନା ୭ କେଉଁଦିନ ପଡୁଛି ଗ୍ରହଣ? ଓଡ଼ିଶାକୁ ବଡ଼ ବିପଦ!

ଭୁବନେଶ୍ୱର,୫।୯: ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ ନେଇ ଶୁଭ-ଅଶୁଭର ଗଣନା କରୁଛନ୍ତି ଜ୍ୟୋର୍ତିବିଦ ।

 ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ ନେଇ ଶୁଭ-ଅଶୁଭର ଗଣନା କରୁଛନ୍ତି ଜ୍ୟୋତିର୍ବିଦ ।

ଏହି ଦୁଇଟି ଯାକ ଚନ୍ଦ୍ରଗ୍ରହଣ ବଡ଼ ବଡ଼ ପର୍ବ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ବତନ୍ତ୍ର ତିଥିରେ ପଡୁଛି। ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଜ୍ୟୋତିଷ ରାଜପଣ୍ଡିତ ଶିବନାରାୟଣ ମହାପାତ୍ର ଗଣନା କରି କହିଛନ୍ତି ଯେ ୬ ମାସ ବ୍ୟବଧାନରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଥିବାରୁ ରାଜ୍ୟକୁ ଅଶୁଭ ବେଳା ରହିଛି ।

Chandra Grahan 2021: How to Calculate and Predict Lunar Eclipse, Check Formulae Here - Chandra Grahan 2021: ऐसे कैलकुलेट किया जाता है चंद्र ग्रहण का समय और स्‍थान, जानें साइंटिफिक ...

ଯେମିତି ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିପାରେ ଓଡ଼ିଶା । ଭାଦ୍ରବ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତଥା ଭାଗବତ ଜନ୍ମରେ ପଡୁଛି ପ୍ରଥମ ଚନ୍ଦ୍ର ଗ୍ରହଣ। ତେବେ ଭାଦ୍ରବ ପୂର୍ଣ୍ନିମାରେ ହେବାକୁଥିବା ଚନ୍ଦ୍ର ଗ୍ରହଣ ହେଉଛି ରାହୁ ଗ୍ରସ୍ତ ଖ ଗ୍ରାସ ଚନ୍ଦ୍ର ଗ୍ରହଣ। ତେବେ ଚନ୍ଦ୍ର ଗ୍ରହଣ ପୁରୀରେ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରୁ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ଅର୍ଥାତ ଦୀର୍ଘ ସାଢେ ତିନିଘଣ୍ଟା ଧରି ଏହା ଅନୁଷ୍ଠିତ ହେବ।

इन राशियों में है शनि का चांदी का पाया, चंद्र ग्रहण का रहने वाला है ऐसा असर - Chandra grahan 2025 lunar eclipse impact shani chandi paye rashiyan tvisg

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏକ ଅଳ୍ପ ସମୟ ମଧ୍ୟରେ ଦୁଇଟି ଚନ୍ଦ୍ରଗ୍ରହଣ ଘଟିବା ଏକ ଅସାଧାରଣ ଘଟଣା ଏବଂ ଏହା ଜଟିଳ ପରିସ୍ଥିତି ସୃଷ୍ଟି କରିଥାଏ । ଏହି ଗ୍ରହଣଗୁଡିକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ମହତ୍ତ୍ବପୂର୍ଣ୍ଣ ପର୍ବପର୍ବାଣି ସହ ସମ୍ପୃକ୍ତ ହୋଇଥିବାରୁ ଏହାର ପ୍ରଭାବ ଆହୁରି ଗୁରୁତର ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି ।

 ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏକ ଅଳ୍ପ ସମୟ ମଧ୍ୟରେ ଦୁଇଟି ଚନ୍ଦ୍ରଗ୍ରହଣ ଘଟିବା ଏକ ଅସାଧାରଣ ଘଟଣା ଏବଂ ଏହା ଜଟିଳ ପରିସ୍ଥିତି ସୃଷ୍ଟି କରିଥାଏ । ଏହି ଗ୍ରହଣଗୁଡିକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ମହତ୍ତ୍ବପୂର୍ଣ୍ଣ ପର୍ବପର୍ବାଣି ସହ ସମ୍ପୃକ୍ତ ହୋଇଥିବାରୁ ଏହାର ପ୍ରଭାବ ଆହୁରି ଗୁରୁତର ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି ।

ଭାଦ୍ରବ ପୂର୍ଣ୍ଣିମା, ଯାହା ଭାଗବତ ଜନ୍ମ ଭାବରେ ପାଳିତ ହୁଏ, ସେହି ପବିତ୍ର ତିଥିରେ ଗ୍ରହଣ ପଡିବା ଏକ ବିଶେଷ ଘଟଣା । ସେହିପରି, ଆଗାମୀ ବର୍ଷ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମା, ଯାହା ହୋଲି ଉତ୍ସବ ସହ ଜଡିତ, ସେହି ଦିନ ମଧ୍ୟ ଚନ୍ଦ୍ରଗ୍ରହଣ ପଡିବ । ରାଜପଣ୍ଡିତ ଶିବନାରାୟଣ ମହାପାତ୍ରଙ୍କ ମତରେ, ଏପରି ଗ୍ରହଣ ପ୍ରକୃତିରେ ଏକ ପ୍ରକାର ଅସନ୍ତୁଳନ ସୃଷ୍ଟି କରିଥାଏ, ଯାହା ବନ୍ୟା, ବାତ୍ୟା, ବର୍ଷା ହାନି କିମ୍ବା ଭୂମିକମ୍ପ ଆଦି ପ୍ରାକୃତିକ ଆପଦ ଆସିବାର ସମ୍ଭାବନା ବଢାଇଥାଏ

10 दिन बाद भारत में लगेगा चंद्र ग्रहण, दोपहर को इतने बजे शुरू होगा सूतक काल - Chandra grahan 2025 date lunar eclipse sutak kaal time in india tvisg

Chandra Grahan 2025: ଗ୍ରହଣର ଗୋଟିଏ ଦିନ ପୂର୍ବରୁ ଏହି ୪ ରାଶିଙ୍କ ଜୀବନରେ ଲାଗିଯିବ ଗ୍ରହଣ! ଆରମ୍ଭ ହେବ ଭୟଙ୍କର ଯୋଗ…


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri