୬ ନା ୭ କେଉଁଦିନ ପଡୁଛି ଗ୍ରହଣ? ଓଡ଼ିଶାକୁ ବଡ଼ ବିପଦ!

ଭୁବନେଶ୍ୱର,୫।୯: ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ ନେଇ ଶୁଭ-ଅଶୁଭର ଗଣନା କରୁଛନ୍ତି ଜ୍ୟୋର୍ତିବିଦ ।

 ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ ନେଇ ଶୁଭ-ଅଶୁଭର ଗଣନା କରୁଛନ୍ତି ଜ୍ୟୋତିର୍ବିଦ ।

ଏହି ଦୁଇଟି ଯାକ ଚନ୍ଦ୍ରଗ୍ରହଣ ବଡ଼ ବଡ଼ ପର୍ବ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ବତନ୍ତ୍ର ତିଥିରେ ପଡୁଛି। ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଜ୍ୟୋତିଷ ରାଜପଣ୍ଡିତ ଶିବନାରାୟଣ ମହାପାତ୍ର ଗଣନା କରି କହିଛନ୍ତି ଯେ ୬ ମାସ ବ୍ୟବଧାନରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଥିବାରୁ ରାଜ୍ୟକୁ ଅଶୁଭ ବେଳା ରହିଛି ।

Chandra Grahan 2021: How to Calculate and Predict Lunar Eclipse, Check Formulae Here - Chandra Grahan 2021: ऐसे कैलकुलेट किया जाता है चंद्र ग्रहण का समय और स्‍थान, जानें साइंटिफिक ...

ଯେମିତି ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିପାରେ ଓଡ଼ିଶା । ଭାଦ୍ରବ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତଥା ଭାଗବତ ଜନ୍ମରେ ପଡୁଛି ପ୍ରଥମ ଚନ୍ଦ୍ର ଗ୍ରହଣ। ତେବେ ଭାଦ୍ରବ ପୂର୍ଣ୍ନିମାରେ ହେବାକୁଥିବା ଚନ୍ଦ୍ର ଗ୍ରହଣ ହେଉଛି ରାହୁ ଗ୍ରସ୍ତ ଖ ଗ୍ରାସ ଚନ୍ଦ୍ର ଗ୍ରହଣ। ତେବେ ଚନ୍ଦ୍ର ଗ୍ରହଣ ପୁରୀରେ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରୁ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ଅର୍ଥାତ ଦୀର୍ଘ ସାଢେ ତିନିଘଣ୍ଟା ଧରି ଏହା ଅନୁଷ୍ଠିତ ହେବ।

इन राशियों में है शनि का चांदी का पाया, चंद्र ग्रहण का रहने वाला है ऐसा असर - Chandra grahan 2025 lunar eclipse impact shani chandi paye rashiyan tvisg

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏକ ଅଳ୍ପ ସମୟ ମଧ୍ୟରେ ଦୁଇଟି ଚନ୍ଦ୍ରଗ୍ରହଣ ଘଟିବା ଏକ ଅସାଧାରଣ ଘଟଣା ଏବଂ ଏହା ଜଟିଳ ପରିସ୍ଥିତି ସୃଷ୍ଟି କରିଥାଏ । ଏହି ଗ୍ରହଣଗୁଡିକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ମହତ୍ତ୍ବପୂର୍ଣ୍ଣ ପର୍ବପର୍ବାଣି ସହ ସମ୍ପୃକ୍ତ ହୋଇଥିବାରୁ ଏହାର ପ୍ରଭାବ ଆହୁରି ଗୁରୁତର ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି ।

 ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏକ ଅଳ୍ପ ସମୟ ମଧ୍ୟରେ ଦୁଇଟି ଚନ୍ଦ୍ରଗ୍ରହଣ ଘଟିବା ଏକ ଅସାଧାରଣ ଘଟଣା ଏବଂ ଏହା ଜଟିଳ ପରିସ୍ଥିତି ସୃଷ୍ଟି କରିଥାଏ । ଏହି ଗ୍ରହଣଗୁଡିକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ମହତ୍ତ୍ବପୂର୍ଣ୍ଣ ପର୍ବପର୍ବାଣି ସହ ସମ୍ପୃକ୍ତ ହୋଇଥିବାରୁ ଏହାର ପ୍ରଭାବ ଆହୁରି ଗୁରୁତର ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି ।

ଭାଦ୍ରବ ପୂର୍ଣ୍ଣିମା, ଯାହା ଭାଗବତ ଜନ୍ମ ଭାବରେ ପାଳିତ ହୁଏ, ସେହି ପବିତ୍ର ତିଥିରେ ଗ୍ରହଣ ପଡିବା ଏକ ବିଶେଷ ଘଟଣା । ସେହିପରି, ଆଗାମୀ ବର୍ଷ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମା, ଯାହା ହୋଲି ଉତ୍ସବ ସହ ଜଡିତ, ସେହି ଦିନ ମଧ୍ୟ ଚନ୍ଦ୍ରଗ୍ରହଣ ପଡିବ । ରାଜପଣ୍ଡିତ ଶିବନାରାୟଣ ମହାପାତ୍ରଙ୍କ ମତରେ, ଏପରି ଗ୍ରହଣ ପ୍ରକୃତିରେ ଏକ ପ୍ରକାର ଅସନ୍ତୁଳନ ସୃଷ୍ଟି କରିଥାଏ, ଯାହା ବନ୍ୟା, ବାତ୍ୟା, ବର୍ଷା ହାନି କିମ୍ବା ଭୂମିକମ୍ପ ଆଦି ପ୍ରାକୃତିକ ଆପଦ ଆସିବାର ସମ୍ଭାବନା ବଢାଇଥାଏ

10 दिन बाद भारत में लगेगा चंद्र ग्रहण, दोपहर को इतने बजे शुरू होगा सूतक काल - Chandra grahan 2025 date lunar eclipse sutak kaal time in india tvisg

Chandra Grahan 2025: ଗ୍ରହଣର ଗୋଟିଏ ଦିନ ପୂର୍ବରୁ ଏହି ୪ ରାଶିଙ୍କ ଜୀବନରେ ଲାଗିଯିବ ଗ୍ରହଣ! ଆରମ୍ଭ ହେବ ଭୟଙ୍କର ଯୋଗ…


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?