Posted inଖେଳ

ଟେବୁଲ ଟେନିସ ଡବଲ୍ସରେ ପ୍ରଥମଥର ଦେଶ ପାଇଁ ପଦକ ଆଣିଲେ ସୂତିର୍ଥା-ଅହିକା

ହାଙ୍ଗଝୋ,୨।୧୦: ଚାଇନାରେ ଚାଲିଥିବା ଏସିଆନ ଗେମ୍ସର ଆଜି ନବମ ଦିନ। ଭାରତୀୟ ଖେଳାଳିମାନେ ୩ଟି ପଦକ ଜିତିସାରିଛନ୍ତି। ଆଜି ଭାରତୀୟ ମହିଳା ଟେବୁଲ ଟେନିସ ଖେଳାଳିମାନେ ଇତିହାସ ସୃଷ୍ଟି କରିଛନ୍ତି। ଏସୀୟ ଗେମ୍ସରେ ଟେବୁଲ ଟେନିସରେ ମହିଳା ଡବଲ୍ସରେ ଭାରତ ପ୍ରଥମ ଥର ପାଇଁ ପଦକ ପାଇଛି। ଭାରତ ପାଇଁ ସୂତିର୍ଥା ମୁଖାର୍ଜୀ ଏବଂ ଅହିକା ମୁଖାର୍ଜୀ ପଦକ ଜିତିଥିଲେ। ଉଭୟଙ୍କୁ ସେମିଫାଇନାଲରେ ୩-୪ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହି ପରାଜୟ ସହିତ ଭାରତୀୟ ଯୋଡିଙ୍କୁ ବ୍ରୋଞ୍ଜ ପଦକ ସହ ସନ୍ତୁଷ୍ଟ ହେବାକୁ ପଡିଛି। ଏହି ପ୍ରତିଯୋଗିତାରେ ଭାରତ ପ୍ରଥମ ଦିନରେ ପାଞ୍ଚଟି, ଦ୍ୱିତୀୟ ଦିନରେ ୬ଟି, ତୃତୀୟ ଦିନରେ ତିନୋଟି, ଚତୁର୍ଥ ଦିନରେ ଆଠଟି, ପଞ୍ଚମ ଦିନରେ ତିନିଟି, ଷଷ୍ଠ ଦିନରେ ଆଠଟି, ସପ୍ତମ ଦିନରେ ୫ଟି ଏବଂ ଅଷ୍ଟମ ଦିନ ୧୫ଟି ପଦକ ପାଇଛି। ଏହାସହ ୧୩ ସ୍ବର୍ଣ୍ଣ, ରୌପ୍ୟ ୨୧, ବ୍ରୋଞ୍ଜ ୨୨ ଭାରତର ମୋଟ ପଦକ ସଂଖ୍ୟା ୫୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି – ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଯୁବକଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଢଉଗାଁ ୩୨୬ ନଂ ଜାତୀୟ ରାଜପଥ ଆଙ୍କୋରଡ଼ା ଗ୍ରାମ ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ସ୍କୁଟି…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ…

ବଡ଼ ଖବର: ହର୍ମୁଜ ପାର କଲା ୩୦ ଭାରତୀୟ ଜାହାଜ, ଦୂର ହେବ LPG-LNG ସଙ୍କଟ, ଜାଣନ୍ତୁ ଏବେ କେତେ ଜାହାଜ ଫସି ରହିଛନ୍ତି

ତେହରାନ,୨୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଯୋଗୁ ହର୍ମୁଜ ପ୍ରଣାଳୀ ପୁନର୍ବାର ଖୋଲିଛି, ଯାହା ଫଳରେ ସେଠାରେ ଫସି ରହିଥିବା ଜାହାଜଗୁଡ଼ିକ ସେମାନଙ୍କର ଯାତ୍ରା…

ବିକ୍ରି ହୋଇନପାରି ପଡିରହିଛି ହଜାର ହଜାର ପ୍ୟାକେଟ ଧାନ, ଧାରଣାରେ ବସିଲେ ଚାଷୀ

ଅତାବିରା,୨୫ା୬(ଯୁଧିଷ୍ଠିର ମହାପାତ୍ର): ରବି ଫସଲ ଧାନ କିଣାବିକା ପ୍ରକ୍ରିୟା ଆଉ ମାତ୍ର ୫ ଦିନ ପରେ ଅର୍ଥାତ୍ ଜୁନ ୩୦ ତାରିଖ ଶେଷ ହେବାକୁ ଯାଉଛି ।…

ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ…

ବିଜେଡିରେ ସୁଜାତା ସାମିଲ ହେବା ପରେ ଶଙ୍ଖ ଭବନରୁ ଆସିଲା ବଡ଼ ଖବର: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୬: ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri