ସୂତାର ଏକ୍ସକ୍ଲୁସିଭ ରିଟେଲ ଆଉଟ୍‌ଲେଟ୍‌

ନୂଆଦିଲ୍ଲୀ,୪।୧୦: ହୋମ୍‌-ଗ୍ରାଉନ ଆର୍ଟିସ୍‌ନାଲ ବ୍ରାଣ୍ଡ୍‌ ସୂତା’ର ନୂତନ ଏକ୍ସକ୍ଲୁସିଭ ରିଟେଲ ଆଉଟ୍‌ଲେଟ (ଷ୍ଟୋର) ଭୁବନେଶ୍ୱରର ସାମନ୍ତବିହାର ଗଜପତିନଗରଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି।
ଏ ସମ୍ପର୍କରେ ସୂତା’ର ସହପ୍ରତିଷ୍ଠାତା ସୁଜାତା ବିଶ୍ୱାସ କହିଛନ୍ତି, ଆମେ ଏକ ଶାଢ଼ି ସହିତ ଆମର ଗ୍ରାହକଙ୍କ ପ୍ରଥମ ଅନୁଭୂତିର ସ୍ମୃତିକୁ ପୁଣିଥରେ ଉଜ୍ଜୀବିତ କରିବା ପାଇଁ ପାରମ୍ପରିକ ଫ୍ୟାବ୍ରିକ୍‌ର ବ୍ୟବହାର କରିଛୁ। ଏହି ଷ୍ଟୋର ସ୍ପେଶ୍‌ ଟେକ୍ସଚର ଓ କଲ୍‌ରର ଏକ ସ୍ବତନ୍ତ୍ର ମିଶ୍ରଣକୁ ପ୍ରଦର୍ଶିତ କରୁଛି ଏବଂ ଆମେ ବ୍ୟବହାର କରିଥିବା ସାମଗ୍ରୀଗୁଡିକର ଅନ୍ତର୍ନିହିତ ଗୁଣବତ୍ତା ଓ ବୈଶିଷ୍ଟ୍ୟତାକୁ ବଜାୟ ରଖିବା ଲାଗି ପ୍ରୟାସ କରାଯାଇଛି। ସେହିଭଳି ସୂତାର ସହ ପ୍ରତିଷ୍ଠାତା ତାନିୟା ବିଶ୍ୱାସ କହିଛନ୍ତି, ଏଠାରେ ବ୍ରାଣ୍ଡ୍‌ର ବେଷ୍ଟ-ସେଲିଙ୍ଗ୍‌ ଡିଜାଇନଗୁଡିକ ବ୍ୟତୀତ ଉକ୍ତ ଷ୍ଟୋର୍‌ରେ ସୂତାର ସଦ୍ୟତମ ଫେଷ୍ଟିଭ୍‌ କଲେକ୍ସନଗୁଡିକ ମଧ୍ୟ ସାମିଲ ରହିବ। ଯେଉଁଥିରେ ଦେଶର ବିଭିନ୍ନ ଅଂଶରୁ ବୁଣାକାରମାନଙ୍କ କାରିଗରି ଆଦି ସାମିଲ ରହିଛି।
ଅପରପକ୍ଷରେ ସୂତାର ୱେବ୍‌ସାଇଟ୍‌ ଓ ଆପ୍‌ରେ ଉପଲବ୍ଧ ହେଉନଥିବା ସ୍ବତନ୍ତ୍ର ଉପତ୍ାଦଗୁଡିକୁ ଏଠାରେ ଷ୍ଟକ୍‌ ଏବଂ ସମୟ ସମୟରେ ରିହାତି ସହିତ ଡିଲ୍‌ ପ୍ରଦାନ କରିବ ବୋଲି ପ୍ରତିଷ୍ଠାତାଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?