ସ୍ୟୁ ଚୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ…

ନାପିଦ୍ୱ, ୨୭।୪ : ମ୍ୟାନ୍‌ମାରର ଜୁଣ୍ଟା କୋର୍ଟ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛି। ତାଙ୍କ ବିରୋଧରେ ୬୦୦,୦୦୦ ଡଲାର ଏବଂ ଗୋଲ୍ଡ ବାର ଲାଞ୍ଚ ନେଇଥିବାର ଅଭିଯୋଗ ହୋଇଛି। ବୁଧବାର ତାଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗରେ ସେ ଦୋଷୀ ସାବ୍ୟସ୍ତ ହେବା ପରେ ଦଣ୍ଡାଦେଶ କରାଯାଇଛି ବୋଲି ନ୍ୟୁଜ୍‌ ଏଜେନ୍ସି ଏଏଫ୍‌ପି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୭୬ ବର୍ଷ ବୟସ୍କା ସ୍ୟୁ ଚୀଙ୍କ ବିରୋଧରେ ୧୧ଟି ଦୁର୍ନୀତି ଅଭିଯୋଗ ଅଣାଯାଇଛି। ପ୍ରତି ଅଭିଯୋଗରେ ତାଙ୍କୁ ୧୫ ବର୍ଷ ଲେଖାଏଁ ଜେଲ୍‌ ଦଣ୍ଡାଦେଶ କରାଯାଇଛି। ରୁଦ୍ଧଦ୍ୱାରରେ ହୋଇଥିବା ବିଚାର ସମ୍ପର୍କରେ ସ୍ୟୁ ଚୀଙ୍କ ଆଇନଜୀବୀଙ୍କୁ ବାହାରେ ମିଡ଼ିଆରେ କୌଣସି ତଥ୍ୟ ପ୍ରଘଟ ନ କରିବାକୁ କଡ଼ା ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ହିଜାବ ବିରୋଧୀ ହିଂସା: ସୁରକ୍ଷାବାହିନୀ ଗୁଳିରେ ଟଳିପଡିଲେ ଆଉ ଜଣେ ଯୁବତୀ

ତେହରାନ,୨୭। ୯: ଇରାନରେ ହିଜାବ ବିରୋଧରେ ହିଂସା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏସବୁ ମଧ୍ୟରେ ଇରାନର ସୁରକ୍ଷା ବାହିନୀ ଅତ୍ୟାଚାରର ଆଉ ଏକ ଉଦାହରଣ...

ଭାରତୀୟ କଫ ଶିରପ ପିଇ ଉଜବେକିସ୍ତାନରେ ୧୮ ଶିଶୁଙ୍କ ମୃତ୍ୟୁ ଅଭିଯୋଗ

ତାସକେଣ୍ଟ,୨୮।୧୨: ଭାରତୀୟ ଫାର୍ମାସ୍ୟୁଟିକାଲ କମ୍ପାନୀର କଫ ଶିରପ ପିଇ ଉଜବେକିସ୍ତାନରେ ୧୮ଜଣ ଶିଶୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଉଜବେକିସ୍ତାନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦାବି କରିଛି,...

ଥାଇଲାଣ୍ଡକୁ କଳାକୃତି ଫେରାଇଲା ଆମେରିକା

ଓ୍ବାଶିଂଟନ୍‌, ୩୦ା୫: ସାନ୍‌ଫ୍ରାନ୍ସିସ୍‌କୋ ଏସିଆନ୍‌ ଆର୍ଟ ମ୍ୟୁଜିୟମ୍‌ରେ ଶୋଭା ପାଉଥିବା ଦୁଇଟି ଧାର୍ମିକ ପ୍ରସ୍ତର କଳାକୃତିକୁ ଥାଇଲାଣ୍ଡକୁ ଫେରାଇଛି ଆମେରିକା। ୧୯୬୦ ଦଶକରେ ଭିଏତନାମ ଯୁଦ୍ଧବେଳେ...

‘କଶ୍ମୀର ପ୍ରସଙ୍ଗକୁ ମିଳୁନି ସମର୍ଥନ’

ବନ୍‌,୧୮ା୧: ପାକିସ୍ତାନ ବିଶ୍ୱ ମଞ୍ଚଗୁଡ଼ିକରେ କଶ୍ମୀର ପ୍ରସଙ୍ଗକୁ ଯେତେ ଉଠାଇଲେ ବି ଏହାକୁ ଅନ୍ତର୍ଜାତୀୟ ସମୁଦାୟର ସମର୍ଥନ ମିଳୁନାହିଁ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଶୁକ୍ରବାର...

କୋଭିଡ୍‌ ଭୂତାଣୁ ମନୁଷ୍ୟକୃତ

ବେଜିଂ,୫।୧୨: ପ୍ରଥମରୁ କୋଭିଡ-୧୯ ମନୁଷ୍ୟକୃତ ବୋଲି ପ୍ରଥମରୁ ଦାବି କରାଯାଉଥିବା ବେଳେ ଏହା ଏବେ ସତ୍ୟ ବୋଲି ପ୍ରମାଣିତ ହୋଉଥିବା ନଜର ଆସୁଛି। ବର୍ତ୍ତମାନ ଚାଇନାର...

ଆଇସ୍‌-ସ୍ନୋ ଫେଷ୍ଟିଭାଲ୍‌: ୧୪ ଦେଶର କଳାକାର ନିର୍ମାଣ କରିଛନ୍ତି ୨ ଶହ କଳାକୃର୍ତ୍ତି

ବେଜିଂ,୩।୧: ଚାଇନାରେ ଆଇସ୍‌-ସ୍ନୋ ଫେଷ୍ଟିଭାଲ୍‌ ଆରମ୍ଭ ହୋଇଛି। ସ୍ଥାନୀୟ ହେଲୋଙ୍ଗୟାଙ୍ଗ୍‌ ପ୍ରଦେଶର ହାର୍ବିନ୍‌ଠାରେ ଅନୁଷ୍ଠିତ ହେଉଥିବା ଏହି ଉତ୍ସବରେ ୧୪ ଦେଶର କଳାକାର ଯୋଗଦେଇ ୨...

ଆଇଏସ୍‌ ମୁଖ୍ୟ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍‌ରେ ଉଡ଼ାଇଲେ: ଟ୍ରମ୍ପ୍‌

ଓ୍ବାଶିଂଟନ,୨୮।୧୦: ଇସଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍‌ରେ ଉଡ଼ାଇଛନ୍ତି। ଏନେଇ...

ଗୁପ୍ତା ଭ୍ରାତାଙ୍କ ଗୁମର ଖୋଲିଲେ ରାମାଫୋସା

ଜୋହାନ୍ସବର୍ଗ,୧୪ା୮: ଦକ୍ଷିଣ ଆଫ୍ରିକାର ଶାସକ ଆଫ୍ରିକାନ୍‌ ନ୍ୟାଶନାଲ କଂଗ୍ରେସ ଭିତରେ ମତଭେଦ କାରଣରୁ ଦୁର୍ନୀତିରେ ଲିପ୍ତ ପ୍ରଭାବଶାଳୀ ଗୁପ୍ତା ପରିବାର ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରି...

Advertisement
Archives

Model This Week