ସୁବର୍ଣ୍ଣରେଖାରେ ବନ୍ୟାଜଳ ସ୍ଥିର: ମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବନ୍ୟା ସ୍ଥିତି ଦେଖା ଦେଇଥିବା ବେଳେ ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ସ୍ଥିର ରହିଛି। ଏ ନେଇ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି । ସେ କହିଛନ୍ତି ଯେ, ଗତ ୮ ଘଣ୍ଟା ହେବ ନଦୀରେ ବନ୍ୟାଜଳ ସ୍ଥିର ରହିଛି । ବାଲେଶ୍ବର ଜିଲାର ବସ୍ତା, ବାଲିଆପାଳ ସମେତ ତଳି ଅଞ୍ଚଳରେ ପାଣି ପଶିଛି । ସୁବର୍ଣ୍ଣରେଖାରେ ସିଷ୍ଟମରେ କୌଣସି ଘାଇ ହୋଇନାହିଁ । ଅନ୍ୟ ନଦୀ ଗୁଡିକରେ ବନ୍ୟାଜଳ କମିବା ଆରମ୍ଭ ହୋଇଛି । ପରିସ୍ଥିତି ଉପରେ ନଜର ରଖାଯାଇଛି ।
ସୂଚନାଯୋଗ୍ୟ, ଝାଡ଼ଖଣ୍ଡ ଗାଲୁଡିହ ଡ୍ୟାମ୍‌ରୁ ପାଣି ଆସିବା ପରେ ସୁବର୍ଣ୍ଣରେଖା ନଦୀ ଫୁଲିବାରେ ଲାଗିଥିଲା । ଝାଡ଼ଖଣ୍ଡ ଗାଲୁଡିହି ବ୍ୟାରେଜର ୧୮ଟି ଗେଟ୍‌ ଯୋଗେ ବନ୍ୟାଜଳ ନିଷ୍କାସିତ ହେଉଥିବାରୁ ବାଲେଶ୍ବର ଓ ମୟୂରଭଞ୍ଜ ଜିଲାରେ ବଡ ଧରଣର ବନ୍ୟା ଆଶଙ୍କା ଦେଖାଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?