ଶୁଭେନ୍ଦୁ ନାଲ୍‌କୋର ମାନବସମ୍ବଳ ମହାପ୍ରବନ୍ଧକ

ଅନୁଗୋଳ,୨୧ା୫ (ଅମିତ କୁମାର ସାମଲ): ଅନୁଗୋଳସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂଆ ମାନବ ସମ୍ବଳ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ତୁଲାଇବେ ଶୁଭେନ୍ଦୁ କୁମାର ନାୟକ। ଏ ନେଇ ନାଲ୍‌କୋ ଉଚ୍ଚକର୍ତ୍ତୃପକ୍ଷଙ୍କ ପକ୍ଷରୁ ରବିବାର ନିଯୁକ୍ତି ପତ୍ର ଦିଆଯାଇଛି। ନାୟକ ଦୀର୍ଘ ୨୪ ବର୍ଷ ଧରି ନାଲ୍‌କୋର ବିଭିନ୍ନ ବିଭାଗରେ ଯଥା ସ୍ମେଲଟର ଅପରେଶନ ବିଭାଗ, ଟ୍ରେନିଂ ସେଣ୍ଟର, ହଟି କଲଚର୍‌ ଏବଂ ଅନ୍ୟାନ୍ୟ ପ୍ରଶାସନିକ ବିଭାଗରେ ସଫଳତାର ସହ କାର୍ଯ୍ୟ କରିସାରିଛନ୍ତି। ଏହି ନୂଆ ଅଧିକାରୀଙ୍କୁ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ସ୍ବାଗତ କରାଯାଇଛି। ପାରିପାଶର୍‌ବିକ ଅଞ୍ଚଳର କ୍ଷତିଗ୍ରସ୍ତ ପ୍ରଜାମାନଙ୍କ ଅଭିଯୋଗ ଶୁଣାଣି କରି ନ୍ୟାୟୋଚିତ କାର୍ୟ୍ୟପନ୍ଥା ଗ୍ରହଣ କରିବେ ବୋଲି ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri