ନାଲ୍‌କୋର ୧୪୧ କର୍ମଚାରୀଙ୍କ ସ୍ବାବ୍‌ ପରୀକ୍ଷା

ବଅଁରପାଳ,୧ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋର ଜଣେ ଡିଜିଏମ୍‌ଙ୍କର ସୋମବାର ରାତିରେ କରୋନାରେ ମୃତ୍ୟୁ ଘଟିଥିଲା। ଏଥିସହିତ ସମ୍ପୃକ୍ତ ଡିଜିଏମ୍‌ଙ୍କର ସ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ତେବେ ଏହି ଘଟଣା ନାଲ୍‌କୋ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ନାଲ୍‌କୋ ଅଞ୍ଚଳରୁ ୧୪୧ଜଣଙ୍କର ସ୍ବାବ୍‌ ସଂଗ୍ରହ କରାଯାଉଛି। ନାଲ୍‌କୋ ଷ୍ଟାଡିୟମ ପରିସରରେ ଏହି ସ୍ବାବ୍‌ ପରୀକ୍ଷା କରାଯାଇଛି। ଡିଜିଏମ୍‌ଙ୍କର କାର୍ଯ୍ୟାଳୟ ପ୍ରକୋଷ୍ଠ, ନାଲକୋ ଡାକ୍ତରଖାନା ଓପିଡି ଓ ନାଲ୍‌କୋ କ୍ୟାଣ୍ଟିନ୍‌କୁ ସିଲ୍‌ କରାଯିବା ସହ ସାନିଟାଇଜ୍‌ କରାଯାଉଛି। ତେବେ ସମ୍ପୃକ୍ତ ଡିଜିଏମ୍‌ କେଉଁମାନଙ୍କ ସଂସ୍ପର୍ଶରେ ଆସିଥିଲେ ସେ ନେଇ ପ୍ରଶାସନ ପକ୍ଷରୁ ଖୋଳତାଡ଼ କରାଯାଉଛି। ଏ ସମ୍ପର୍କରେ ନାଲ୍‌କୋର ଜନୈକ ବରିଷ୍ଠ ଅଧିକାରୀ କୁହନ୍ତି, ବର୍ତ୍ତମାନ ୨ ଦିନ ପାଇଁ ଡିଜିଏମ୍‌ଙ୍କର କାର୍ଯ୍ୟାଳୟ କ୍ୟାଣ୍ଟିନ୍‌ ଓ ନାଲ୍‌କୋ ଡାକ୍ତରଖାନ ଓପିଡି ବନ୍ଦ କରି ଦିଆଯାଇଛି। ଏଥିସହ ତାଙ୍କ ସହ ମିଳାମିଶା କରିଥିବା ଲୋକମାନଙ୍କର ମଧ୍ୟ ସ୍ବାବ୍‌ ଟେଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ସମସ୍ୟା, ଅଣନିଃଶ୍ୱାସୀ ଲୋକେ

ଫୁଲବାଣୀ ଅଫିସ, ୩୧।୧୨: କନ୍ଧମାଳ ଜିଲା ଚକାପାଦ ବ୍ଲକରେ ଏବେ ବି ଅନେକ ଗ୍ରାମ ରହିଛି ଯେଉଁଠି ବିକାଶ ପହଞ୍ଚି ପାରିନାହିଁ। ଲୋକେ ବିଭିନ୍ନ ସମସ୍ୟା ମଧ୍ୟରେ...

ଜୋରଦାର ହେଉଛି ତ୍ରିମୁଖୀ ପ୍ରଚାର

ପିପିଲି, ୪।୪(ସ୍ବ.ପ୍ର.): ପିପିଲିରେ ଚାଲିଛି ଜୋରଦାର ପ୍ରଚାର। ବିଜେଡି ଗଡ଼କୁ ଦଖଲ କରିବା ପାଇଁ ଜୋର ଲଗାଇଛନ୍ତି ବିରୋଧୀ ଭାଜପା ଓ କଂଗ୍ରେସ। ଗାଁ ଗାଁ...

ଯୌତୁକ ଜନିତ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

କୁଜଙ୍ଗ,୮ା୧(ଡି.ଏନ.ଏ.):କୁଜଙ୍ଗ ଥାନା ଅଧୀନ ଅରଖିଆ ଗ୍ରାମରେ ଯୌତୁକ ଜନିତ ବଧୂହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ଅଧିକ ଯୌତୁକ ନ ଆଣିବାରୁ ଗ୍ରାମର ସୁଦାମ ସେଠୀଙ୍କ ସ୍ତ୍ରୀ...

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କଲେ ବିଧାୟକ

ଗଞ୍ଜାମ,୧୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ସୋମବାର ଗଞ୍ଜାମ ଏନଏସିରେ ଏହି ବିଜୁ ସ୍ବାସ୍ଥ୍ୟ କଲ୍ୟାଣର ଶୁଭାରମ୍ଭ କରିଛନ୍ତି। ଏହା ସହ...

ନିଶା ଦେଇ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ

ବୁଗୁଡ଼ା,୯ା୪: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ପୋଲିସ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି...

ତିନି ମାସର ଦରମା ଦାନ କଲେ ମୁକେଶ

ପାଲଲହଡ଼ା, ୨୭।୩ (ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡା ବିଧାୟକ ମୁକେଶ କୁମାର ପାଲ ତାଙ୍କର ଆଗାମୀ ୩ ମାସର ଦରମା (ବେସିକ ସାଲାରି) ବାବଦ ୧ଲକ୍ଷ...

ଶପଥ କରାଇ ଭୋଟ ମାଗିଲେ ବିଧାୟକଙ୍କ ପୁଅ

ମାଲକାନଗିରି,୧୮ା୨(ଡି.ଏନ୍‌.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ବଶବର୍ତ୍ତୀ ନ ହୋଇ ନିଜ...

ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପ୍ରାଥମିକ ତଦନ୍ତ ପରେ କାଗଜପତ୍ର ଖୋଳତାଡ଼

ଅନୁଗୋଳ ଅଫିସ, ୯।୯: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗାଁରେ ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ...

Advertisement
Archives

Model This Week