ବିଜେଡିରୁ ବିଦାହେଲେ ସ୍ବାଧୀନ, ପ୍ରଦୀପ

ଭୁବନେଶ୍ୱର, ୧୩।୨(ସୁନିତ୍‌ ମିଶ୍ର): ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ବିଜେଡି ଗୁରୁବାର ଆଉ ୨ ଜଣଙ୍କୁ ନିଲମ୍ବିତ କରିଛି। କଟକ ଏବଂ କଟକ ସଦରର ୨ ଜଣ ଦଳରୁ ନିଲମ୍ବିତ ହୋଇଥିବା ଦଳ ପକ୍ଷରୁ ଜାରି ବିଜ୍ଞପ୍ତିରେ ସୂଚିତ କରାଯାଇଛି। କଟକ ଜିଲା ବାବୁଜଙ୍ଗ ଗ୍ରାମପଞ୍ଚାୟତର ସରପଞ୍ଚ ସ୍ବାଧୀନ ଭୂୟାଁ ଏବଂ କଟକ ସଦରର ଜୋନ୍‌-୫ ଜିଲା ପରିଷଦ ସଦସ୍ୟ ପ୍ରଦୀପ ମହାଲିଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଏନେଇ ଦଳର ସାଧାରଣ ସମ୍ପାଦକ ବିଜୟ ନାଏକଙ୍କ ଦସ୍ତଖତରେ ବିଜ୍ଞପ୍ତି ଜାରି କରାଯାଇଛି।

ସୂଚନାଯୋଗ୍ୟ, କିଛିଦିନ ହେବ ଲକ୍ଷ୍ୟ କରାଯାଉଛି ବିଭିନ୍ନ ଜିଲାର ବହୁ ତୃଣମୂଳସ୍ତରର ବିଜେଡି ନେତା ଦଳ ଛାଡ଼ି ଭାଜପାରେ ସାମିଲ ହେବାରେ ଲାଗିଛନ୍ତି। ଯେଉଁମାନେ ବିଜେଡିରୁ ନିଲମ୍ବିତ ହେଉଛନ୍ତି ତା’ର ଦିନକ ପରେ ସେମାନେ ଭାଜପାରେ ମିଶୁଛନ୍ତି। ଏବେ ନିଲମ୍ବିତ ହୋଇଥିବା କଟକର ଏହି ୨ ନେତା କୁଆଡ଼େ ଯାଉଛନ୍ତି ସେନେଇ ସମସ୍ତଙ୍କ ନଜର ରହିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାସିନାଙ୍କ ପ୍ରତ୍ୟର୍ପଣ ଦାବିକଲା ବିଏନ୍‌ପି: ଆଜି ଶପଥ ନେବେ ତାରିକ୍‌ ରହମାନ

ଢାକା,୧୪ା୨(ପି.ଟି./ଏଜେନ୍ସି):୨୦୨୪ ଅଗଷ୍ଟରେ ବାଂଲାଦେଶର ତତ୍କାଳୀନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ମୁଣ୍ଡ ଟେକିଥିବା ଛାତ୍ର ଆନ୍ଦୋଳନ ଶେଷରେ ତାଙ୍କୁ କ୍ଷମତାଚ୍ୟୁତ କରିଥିଲା। ଅଗଷ୍ଟ ୫ରେ ହାସିନା ଦେଶ…

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ

ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା…

ପ୍ରତିଶ୍ରୁତି ମିଳିଲା, ଆନ୍ଦୋଳନ ହଟିଲା: ବିକ୍ରି ଅପେକ୍ଷାରେ ରହିଥିବା ଚାଷୀ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ରବି ଚାଷକାର୍ଯ୍ୟ ସମୟ ଗଡ଼ି ଚାଲିଛି। କିଛି ଚାଷୀ ତଳିପକା କାର୍ଯ୍ୟ ସାରିଥିବାବେଳେ ଆଉ କିଛି ବିଲରେ ଧାନପହ୍ଲା ରୋଇ ସାରିଛନ୍ତି। ମାତ୍ର ଜିଲାରେ ଏବେ…

ତାତିଲେ ଚାଷୀ, ୨୮ରେ ତହସିଲ ଘେରାଉ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀ ସମସ୍ୟା ବଢି ଚାଲିଛି। ଧାନବିକ୍ରି ଅବ୍ୟବସ୍ଥା ଏଥର ଅନ୍ୟବର୍ଷ ଅପେକ୍ଷା ଚାଷୀଙ୍କ ଦୁଃଖ ବଢାଇ ଦେଇଛି। ଏହାକୁ ନେଇ ଚାଷୀ ଅସନ୍ତୋଷ…

କାହାକୁ ପଠାଯିବ ରାଜ୍ୟ ସଭା, ତୋମାର କହିଲେ…

ଭୁବନେଶ୍ୱର, ୧୪।୨(ସୁନିତ୍‌ ମିଶ୍ର): ୨୦୨୬ ଏପ୍ରିଲରେ ଖାଲି ହେବାକୁ ଥିବା ୪ ରାଜ୍ୟ ସଭା ଆସନରୁ ୩ଟି ଭାଜପା ଦଖଲ କରିବ। ସେଥିପାଇଁ ରଣନୀତି ପ୍ରସ୍ତୁତ ସରିଛି।…

ଟିମ୍‌ ଇଣ୍ଡିଆ ପହଞ୍ଚି ନାହିଁ, ହେଲେ ମ୍ୟାଚ୍‌ର ୨ ଦିନ ପୂର୍ବରୁ ଏମିତି କଲା ପାକିସ୍ତାନ  

କଲମ୍ବୋ,୧୩।୨: କ୍ରିକେଟର ଆଉ ଏକ ମହାଲଢ଼େଇ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଆସନ୍ତା ରବିବାର, ୧୫ ଫେବୃଆରୀରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ…

ଫେବୃଆରୀ ୧୦ରେ ଘରକୁ ଆସିବାକୁ କାଟିଥିଲେ ଟିକେଟ: ଗାଁରେ ମୃତଦେହ

ଆଳି,୧୩ା୨(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା କଣ୍ଟିପୁର ଗ୍ରାମର ମାନସ ସାହୁଙ୍କ ପୁଅ ଅନନ୍ତ(୩୭)ଦୁବାଇରେ ପାଣି ପାଇପ ମିସ୍ତ୍ରି କାମ କରୁଥିବା ବେଳେ ଫେବୃଆରୀ…

ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri