Posted inଜାତୀୟ

ମାଙ୍କଡ ଭଳି ସବୁଦିନ ଡିଆଁ କୁଦା କରୁଛନ୍ତି ରାଜଭର: ସ୍ୱାମୀ ପ୍ରସାଦ ମୌର୍ଯ୍ୟ

ଲକ୍ଷ୍ନୌ,୨୮ ।୭: ସୁହେଲଦେବ ଭାରତୀୟ ସମାଜ ପାର୍ଟି(ସୁଭାସପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଓମ ପ୍ରକାଶ ରାଜଭର ଓ ସମାଜବାଦୀ ପାର୍ଟି(ସପା) ମଧ୍ୟରେ ତଲାକ ହୋଇଯାଇଛି । ଏହାପରେ ରାଜଭର ଏବେ ସପା ନେତାଙ୍କ ଟାର୍ଗେଟକୁ ଚାଲି ଆସିଛନ୍ତି । ସମାଜବାଦୀ ପାର୍ଟି ନେତା ସ୍ୱାମୀ ପ୍ରସାଦ ମୌର୍ଯ୍ୟ ଗୁରୁବାର ଓମ ପ୍ରାଶ ରାଜଭରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ରାଜଭର ଏବେ ପ୍ରତିଦିନ ମାଙ୍କଡ଼ ଭଳି ଡିଆଁ କୁଦା କରୁଛନ୍ତି ।
ମୌର୍ଯ୍ୟ କହିଛନ୍ତି, ରାଜଭର ଯେମିତି ମାଙ୍କଡ଼ ଭଳି ଗୋଟିଏ ଡାଳରୁ କୁଦିକରି ଆଉ ଏକ ଡାଳକୁ ଯାଉଛନ୍ତି, ତାହା ସମ୍ପୂର୍ଣ୍ଣ ଭୁଲ । ରାଜଭରଙ୍କ ଦଳକୁ ସେତିକି ସିଟ୍ ଦିଆଯାଇଛି ଯେତିକି ସେ ମାଗିଥିଲେ । ତେବେ ରାଜଭର ପ୍ରତିଦିନ ଡିଆଁ କୁଦା କଲେ ନିଜର ଓଜନ କମିଥାଏ ଓ ଦଳ ବି ତାଙ୍କୁ ଗୁରୁତ୍ୱ ଦେଇ ନ ଥାଏ । ସେ ଯେଉଁଠିକୁ ଯିବାକୁ ଚାହୁଁଥିଲେ ସେଠାରୁ ପୂର୍ବରୁ ନୋ ଏଣ୍ଟ୍ରି ଜାରି କରିଦିଆଯାଇଛି । ବିଏସପି ୪ଥର ଶାସନରେ ରହି ସାରିଛି । ହେଲେ ଯେତେବେଳେ ଓମ ପ୍ରକାଶ ରାଜଭର ସେଠାକୁ ଯିବା କଥା କହୁଥିଲେ ସେତେବେଳେ ସେ ତା’ର କବାଟ ବନ୍ଦ କରି ଦେଇଛି । ସ୍ୱାମୀ ପ୍ରସାଦ ମୌର୍ଯ୍ୟ କହିଛନ୍ତି ରାଜଭର ଭାଜପା ଓ ବିଏସପିକୁ ଯିବାକୁ ଚାହୁଁଥିଲେ ସତ ହେଲେ କେହି ତାଙ୍କୁ ନେବାକୁ ଚାହୁଁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?