Posted inଜାତୀୟ

କ’ଣ ୯୯% ଚାର୍ଜ ଥିବା ଇଭିଏମ୍‌ ବ୍ୟାଟେରୀ ଯୋଗୁ ହାରିଗଲେ ସ୍ବରା ଭାସ୍କରଙ୍କ ସ୍ବାମୀ? ଜାଣନ୍ତୁ ଅଭିଯୋଗରେ…

ମୁମ୍ବାଇ,୨୩।୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଅଭିନେତ୍ରୀ ସ୍ବରା ଭାସ୍କର। ତାଙ୍କର ସ୍ବାମୀ ନିର୍ବାଚନରେ ପରାଜିତ ହେବା ପରେ ପୁରା ଦିନ ଭୋଟିଂ ସତ୍ତ୍ୱେ ଇଭିଏମ୍‌ ୯୯% କିଭଳି ଚାର୍ଜ ରହିପାରିବ? ପୁରା ଚାର୍ଜ ଥିବା ମେଶିନ ଖୋଲିବା ପରେ ଭାଜପା ସମର୍ଥିତ ଏନ୍‌ସିପିକୁ ଭୋଟ ମିଳିଥିଲା ବୋଲି ସେ କହିଛନ୍ତି। ଏନେଇ ସେ ନିର୍ବାଚନ କମିଶନଙ୍କୁ ଜବାବ ମାଗିଛନ୍ତି।

ଚଳିତ ବର୍ଷ ଅକ୍ଟୋବରରେ ହରିୟାଣା ନିର୍ବାଚନ ଗଣନା ପରେ କଂଗ୍ରେସ ମଧ୍ୟ ଏହି ମାମଲା ଉଠାଇଥିଲା। କଂଗ୍ରେସ ମହାସଚିବ ଜୟରାମ ରମେଶ କହିଥିଲେ ଯେ ୬୦ରୁ ୭୦% ବ୍ୟାଟେରୀ ଚାର୍ଜ ଥିବା ଇଭିଏମ୍‌ରେ ଭାଜପା ଜିତୁଥିବା କିଛି କଂଗ୍ରେସ କର୍ମୀ ଅଭିଯୋଗ କରିଥିଲେ। ଏହା ପରେ ଏକ ଖବରଦାତା ସମ୍ମିଳନୀରେ ଦଳ ନିର୍ବାଚନ ପରିଣାମକୁ ସ୍ବୀକାର କରିପାରିବ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri