ବାହା ନ ହୋଇ ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ନିଜର ଜବରଦସ୍ତ ଅଭିନୟକୁ ନେଇ ବଲିଉଡରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ସ୍ୱରା ଭାସ୍କର । ପର୍ସନାଲ ଲାଇଫରେ ବି ବେଶ୍ ଚର୍ଚ୍ଚିତ ଏହି ଅଭିନେତ୍ରୀ । ନିଜର ବେକାବୁ ବୟାନକୁ ନେଇ ବି ସେ ଖୁବ୍ ଚର୍ଚ୍ଚିିତ । ଏବେ ଶୁଣିବାକୁ ମିଳିଛି କି ସ୍ୱରା ଭାସ୍କର ମା’ ହେବାକୁ ଚାହୁଁଛନ୍ତି । ହଁ ସିଙ୍ଗଲ ମଦର । ଏଥିପାଇଁ ସମସ୍ତ ପ୍ରକ୍ରିୟା ବି କୁଆଡେ କରି ସାରିଲେଣି ସ୍ୱରା । ସେ କୁହନ୍ତି ଆମ ଦେଶରେ ବହୁ ପିଲା ଅନାଥାଶ୍ରମରେ ରହୁଛନ୍ତି ତେଣୁ ମୁଁ ଗୋଟିଏ ପିଲା ଆଡପ୍ଟ କଲେ ଅସୁବିଧା କେଉଁଠି । ଆମ ଦେଶରେ ଏମିତିବି କେତେଜଣ ଦମ୍ପତି ଅଛନ୍ତି ଯେଉଁମାନେ ପିଲା ଆଡପ୍ଟ କରିଛନ୍ତି । ସ୍ୱରା ଏଭଳି କତେଜଣ ଦମ୍ପତିଙ୍କ ସହ ସାକ୍ଷାତ୍ ବି କରି ସାରିଲେଣି । ଏମିତିକି କେତେଜଣ ପିଲା ଏବେ ଆଡଲ୍ଟ ବି ହୋଇଗଲେଣି । ତେବେ ସେମାନଙ୍କ ବିଷୟରେ ସବୁଜାଣି ଏହା ଉପରେ ଖୁବ୍ ରିସର୍ଚ୍ଚ କରି ସ୍ୱରା ସିଙ୍ଗଲ ମଦର ହେବାକୁ ଚିନ୍ତା କରିଛନ୍ତି । ପ୍ରଥମେ ସେ ଏମିତି ଚିନ୍ତା କରି ପରିବାର ଲୋକଙ୍କୁ ଜଣାଇବା ପରେ ପରିବାରର ସମସ୍ତ ସଦସ୍ୟ ତାଙ୍କୁ ସହଯୋଗ କରିଛନ୍ତି । ସ୍ୱରା ଆହୁରି ମଧ୍ୟ କହିଛନ୍ତି ଆମ ଦେଶରେ ସିଙ୍ଗଲ ମଦରକୁ ଅନୁମତି ପ୍ରଦାନ କରାଯାଇଥିବାରୁ ମୁଁ ବହୁତ ଖୁସି । ତେଣୁ ସ୍ୱରା ଖୁବଶୀଘ୍ର ସିଙ୍ଗଲ ମଦର ହେବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର…

ପିଠି କୁଣ୍ଡାଇ ମାସକୁ ରୋଜଗାର ୧୪ ଲକ୍ଷ, ମାର୍କେଟରେ ମିଳୁଛି ଏମିତି ସୁବିଧା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବେଜିଂ, ୪।୯: ଚାଇନାର ଜଣେ ୩୨ ବର୍ଷୀୟ ଉଦ୍ୟୋଗୀ ଏକ ସାଧାରଣ ସମସ୍ୟାକୁ ଏକ ଅନନ୍ୟ ଏବଂ ସଫଳ ବ୍ୟବସାୟିକ ଧାରଣାରେ ପରିଣତ କରିଛନ୍ତି। ଲୋକମାନେ ଏବେ…

ଚାଷୀଙ୍କ ଖାତାକୁ ଗଲା ସିଏମ୍‌ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ…

ଛାତ୍ରୀଛାତ୍ରଙ୍କ ଦୁର୍ଘଟଣା ସହାୟତାକୁ ନେଇ ଆସିଲା ନୂଆ ନିର୍ଦ୍ଦେଶାବଳୀ: ମୃତ୍ୟୁ ଘଟିଲେ ମିଳିବ…

ଭୁବନେଶ୍ୱର,୪।୯: ଛାତ୍ରୀଛାତ୍ରଙ୍କ ଦୁର୍ଘଟଣାଜନିତ ସମସ୍ୟାରେ ସହାୟତା ପ୍ରଦାନକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ର ଏହି ବ୍ୟବସ୍ଥାରେ…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ

ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ…

୧୫୦୦ କିଲୋଗ୍ରାମ ପ୍ରସାଦ ସହ ୫୦୦ରୁ ଅଧିକ ବ୍ୟଞ୍ଜନର ନୈବେଦ୍ୟ, ଜନ୍ମାଷ୍ଟମୀ ପାଇଁ ନୋଏଡାରେ ସ୍ବତନ୍ତ୍ର ବ୍ୟବସ୍ଥା

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ, ନୋଏଡାର ମନ୍ଦିରଗୁଡ଼ିକ ଭକ୍ତି, ମହିମା ଏବଂ ରାନ୍ଧଣା ଆନନ୍ଦର ଏକ ଅନନ୍ୟ ମିଶ୍ରଣ ଦେଖିବେ। କିଛି ସ୍ଥାନରେ, ଭଗବାନ ଶ୍ରୀକୃଷ୍ଣଙ୍କ…

ସ୍କୁଲ ବସ୍‌ ଭିତରେ ୩ ବର୍ଷର ଶିଶୁକୁ ବଳାତ୍କାର କଲେ ଡ୍ରାଇଭର, ଘରେ ପହଞ୍ଚି ଜେଜେମାଆଙ୍କୁ କହିଲେ…

ନଭି ମୁମ୍ବାଇ,୪।୯: ମହାରାଷ୍ଟ୍ରର ନଭି ମୁମ୍ବାଇରେ ସ୍କୁଲ ବସ୍‌ ଭିତରେ ଜଣେ ୩ ବର୍ଷର ଶିଶୁକୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ…

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri