ଟ୍ରୋଲରଙ୍କୁ କଡ଼ା ଜବାବ ଦେଲେ ସ୍ବରା: କହିଲେ-ତୁମେ ସୁଟ୍‌କେସ୍‌, ଫ୍ରିଜ୍‌ ଏବଂ ଧର୍ମାନ୍ତରୀକରଣ କରୁଥାଅ…

ବମ୍ବେ: ରାଜନେତା ଫହାଦ ଅହମ୍ମଦଙ୍କ ହାତ ଧରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କର। ଏହି ଗୁପ୍‌ଚୁପ୍‌ ବିବାହ ନେଇ ଜଣାଇବା ପରଠାରୁ ସ୍ବରା ଟ୍ରୋଲ ହୋଇ ଆସୁଥିଲେ। ଏବେ ସେ ଏନେଇ ମୁହଁ ଖୋଲିଛନ୍ତି। ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ନିଜର ବିବାହ ଫଟୋ ଶେୟାର କରି ଅଭିନେତ୍ରୀ ଟ୍ରୋଲରଙ୍କୁ ଉପଯୁକ୍ତ ଜବାବ ଦେଇଛନ୍ତି।

ଘୃଣା ବାଣ୍ଟୁଥିବା ଟ୍ରୋଲରଙ୍କ ଉଦ୍ଦେଶ୍ୟରେ ଟୁଇଟ୍‌ କରି ସ୍ବରା କହିଛନ୍ତି, ହେଟର୍ସ ସୁଟ୍‌କେସ୍‌, ଘୃଣା, ଅବୈଧ, ଧର୍ମାନ୍ତରୀକରଣ କରୁଥିବା ବେଳେ ଆମେ ଦୁହେଁ…ପ୍ରେମ’।

ଫଟୋରେ ସ୍ବରା ଏବଂ ଫହାଦ ପ୍ରେମରେ ବୁଡ଼ିଥିବା ଦେଖାଯାଉଛି। ବନ୍ଧୁ ଓ ପରିବାରବର୍ଗ ଏହି ଖୁସି ଅବସରରେ ଉପସ୍ଥିତ ଅଛନ୍ତି। ଗୋଟିଏ ଫଟୋରେ ଫହାଦ ସ୍ବରାଙ୍କ ମା’ ଇରା ଭାସ୍କରଙ୍କୁ ଆଲିଙ୍ଗନ କରୁଥିବା ନଜର ଆସିଛନ୍ତି।

କହିରଖୁଛୁ, ସ୍ବରା ଫେବୃୟାରୀ ୧୬ରେ ନିଜର ବିବାହ ନେଇ ସମସ୍ତଙ୍କୁ ଜଣାଇଥିଲେ। ହେଲେ ସେ ୬ ଫେବୃୟାରୀରେ କୋର୍ଟ ମ୍ୟାରେଜ୍‌ କରିଥିଲେ। ପ୍ରଶଂସକମାନେ ଏହା ଜାଣିବା ପରେ ଚକିତ ହୋଇଥିଲେ। କାରଣ ପୂର୍ବରୁ ସ୍ବରା ତାଙ୍କୁ ଭାଇ କହି ସମ୍ବୋଧନ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri