ସବୁଦିନ ଲାଗି ସସ୍‌ପେଣ୍ଡ ହୋଇଗଲା ସ୍ବରା ଭାସ୍କରଙ୍କ ସୋସିଆଲ ମିଡିଆ ଆକାଉଣ୍ଟ

ମୁମ୍ବାଇ: ସବୁଦିନ ଲାଗି ସସ୍‌ପେଣ୍ଡ ହୋଇଯାଇଛି ଅଭିନେତ୍ରୀ ସ୍ବରା ଭାସ୍କରଙ୍କ ଟୁଇଟର ଆକାଉଣ୍ଟ। ସେ ନିଜେ ଏନେଇ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇବା ଯୋଗୁ ଏଭଳି ହୋଇଥିବା ସେ ପୋଷ୍ଟ କରି ଅଭିଯୋଗ ଆଣିଛନ୍ତି।

ଟୁଇଟର ତରଫରୁ ଆସିଥିବା ମେଲ୍‌ର ସ୍କ୍ରିନଶଟ୍‌ ଶେୟାର କରିଛନ୍ତି ସ୍ବରା। ଯେଉଁଥିରେ ତାଙ୍କ ଦୁଇଟି ପୋଷ୍ଟ କପିରାଇଟ୍‌ ନିୟମର ଉଲ୍ଲଂଘନ କରୁଛି। ଏଥିଲାଗି ଉକ୍ତ ଦୁଇଟି ପୋଷ୍ଟକୁ ହଟାଇବା ପରେ ମଧ୍ୟ ଆକାଉଣ୍ଟ ସସ୍‌ପେଣ୍ଡ ରହିବ ବୋଲି କୁହାଯାଇଛି।

ତେବେ ସ୍ବରା ଉକ୍ତ ଦୁଇଟି ପୋଷ୍ଟ ମଧ୍ୟ ଶେୟାର କରିଛନ୍ତି। ଯେଉଁଥିରୁ ଗୋଟିଏ ପୋଷ୍ଟରେ ଲେଖାଯାଇଛି ‘ଗାନ୍ଧୀ ହମ୍‌ ଶର୍ମିନ୍ଦା ହେ ତେରେ କାତିଲ ଜିନ୍ଦା ହୈ’। ଏହା ଏକ ଲୋକପ୍ରିୟ ସ୍ଲୋଗାନ ବୋଲି ସେ କହିଛନ୍ତି। ସେହିଭଳି ଅନ୍ୟ ଏକ ଫଟୋରେ ତାଙ୍କ ଝିଅ ରହିଛନ୍ତି। ତାଙ୍କ ମୁହଁରେ ହୃଦୟ ଇମୋଜି ସହ ହାତରେ ପତାକା ରହିଛି। ପୋଷ୍ଟରେ ହାପି ରିପବ୍ଲିକ ଡେ ଇଣ୍ଡିଆ ଲେଖାଯାଇଛି। ଏହି ଦୁଇ ପୋଷ୍ଟ କିଭଳି ଭାବେ କପିରାଇଟ୍‌ ଉଲ୍ଲଂଘନ କରୁଛି ବୋଲି ସ୍ବରା ଟୁଇଟରକୁ ପଚାରିଛନ୍ତି।

 

View this post on Instagram

 

A post shared by Swara Bhasker (@reallyswara)


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri