ମିସେଜ ଫଲାନିରେ ୯ଟି ଭିନ୍ନ ଭିନ୍ନ ଚରିତ୍ରରେ ନଜର ଆସିବେ ସ୍ୱରା ଭାସ୍କର

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସ୍ୱରା ଭାସ୍କର ତାଙ୍କ ଅପକମିଂ ମୁଭିରେ ୯ଟି ଭିନ୍ନ ଭିନ୍ନ ଚରିତ୍ରରେ ନଜର ଆସିବେ । କିଛି ଭଲ ମୁଭିରେ କାମ କରି ସ୍ୱରା ବଲିଉଡରେ ଏବେ ଜଣେ ଆଗଧାଡିର ନାୟିକାର ପରିଚୟ ପାଇଛନ୍ତି ।
ଅଭିନେତ୍ରୀ ତାଙ୍କ ଅପକମିଂ ଫିଲ୍ମ ମିସେଜ ଫଲାନିରେ ପୁରୁଣା ଜମାନାର ଫ୍ୟାଶନକୁ ଦୋହରାଇଛନ୍ତି । ଯେଉଁଥିରେ ସେ ୯ଟି ଭିନ୍ନ ଭିନ୍ନ ଅବତାରରେ ୯ଟି ଭିନ୍ନ ଚରିତ୍ରରେ ନଜର ଆସିବେ । ଏହି ଚରିତ୍ର ଗୁଡିକର ବୟସ ୩୦-୪୨ ବର୍ଷ ମଧ୍ୟରେ ରହିବ । ଚରିତ୍ର ସବୁର ୯ଟି ଭିନ୍ନ ଭିନ୍ନ ରାଜ୍ୟ ସହ ସମ୍ପର୍କ ଥିବ ।
ନିଜ ଏକ୍ସପିରିୟନ୍ସ ଶେୟାର କରି ସ୍ୱରା କହିଛନ୍ତି ମିସେଜ ଫଲାନି ମୋ ଜୀବନର ସବୁଠାରୁ ବଡ ଚ୍ୟାଲେଞ୍ଜିଂ ମୁଭି ହେବାକୁ ଯାଉଛି । ନିସନ୍ଦେହ ଗୋଟିଏ ମୁଭିରେ ଏକାଥରେ ଏତେଗୁଡିଏ କ୍ୟାରେକ୍ଟରରେ ଅଭିନୟ କରିବା ଏକ ସ୍ୱପ୍ନ ହୋଇଥାଏ । ବାସ୍ତବରେ ମୁଁ ଏହାକୁ ନେଇ ଅଭିଭୁତ ।
ଏହି ମୁଭିରେ ସ୍ୱରା ଉତ୍ତର ପ୍ରଦେଶ, ମହାରାଷ୍ଟ, ରାଜସ୍ଥାନ, ପଞ୍ଜାବ ଭଳି ରାଜ୍ୟ ସହ ସମ୍ପର୍କ ଥିବା ଗୃହିଣୀ ଭୂମିକାରେ ନଜର ଆସିବେ । ଫିଲ୍ମ ପାଇଁ ସେ ତାଙ୍କ ନାକ ବି ଫୋଡିଛନ୍ତି ।
ସ୍ୱରାଙ୍କ ପୂର୍ବରୁ ପ୍ରିୟଙ୍କା ଚୋପ୍ରାବି ଗୋଟିଏ ମୁଭିରେ ୧୨ଟି ଚରିତ୍ରରେ ଅଭିନୟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri