ନୂଆ ଲୁକ୍‌ରେ ସ୍ବରାଜ

ଆମ ସମାଜରେ ଅନେକ ପ୍ରକାର ପ୍ରଥା ପରମ୍ପରା କାହିଁ କେବେଠାରୁ ରହି ଆସିଛି। ଆମେ ମଧ୍ୟ ସେଗୁଡିକୁ ପ୍ରାୟ ମାନିଥାଉ। ତେବେ ଏଭଳି କଥା ପଛରେ ଲୁଚି ରହିଥିବା ରହସ୍ୟକୁ ନେଇ ନିର୍ମିତ ହୋଇଛି ନୂଆ ଓଡ଼ିଆ ସିନେମା ‘ପ୍ରଥା’। ନିକଟରେ ଏହାର ପ୍ରଥମ ଟିଜର୍‌ ରିଲିଜ ହୋଇଛି ଏବଂ ତାହା ବେଶ୍‌ ଭାଇରାଲ ହୋଇଛି। ସାନ୍ଲିସା ସିଗ୍ନେଚର ଫିଲ୍ମସ ବ୍ୟାନରରେ ପ୍ରସ୍ତୁତ ହେଉଥିବା ଏହି ଫିଲ୍ମରେ ଆଉ ଏକ ଖାସ୍‌ କଥା ରହିଛି। ଏଥିରେ ଏକ ଭିନ୍ନ ଗେଟ୍‌ଅପ୍‌ରେ ଦର୍ଶକଙ୍କ ସାମନାକୁ ଆସୁଛନ୍ତି ରୋମାଣ୍ଟିକ ଅଭିନେତା ସ୍ବରାଜ। ତାଙ୍କ ସହ ସ୍କ୍ରିନ୍‌ ସେୟାର କରୁଛନ୍ତି ଶୀତଲ ପାତ୍ର।
ଅନ୍ୟପକ୍ଷରେ ମୁମ୍ବାଇ ଅଭିନେତ୍ରୀ ତଥା ମଡେଲ ସୀମରନ୍‌ କୌର, ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ୟଶ ଆଲୱାହଟ (ବଲିଉଡ୍‌ ଅଭିନେତା), ଆଶୁ ବର୍ମା (ପଞ୍ଜାବର ମଡେଲ, ଅଭିନେତା ଏବଂ ନିର୍ଦ୍ଦେଶକ), ରବି ମିଶ୍ର, ସତୀଶ୍‌ ପଟେଲ ଓ ଇଲ୍ଲୁ ବାନାର୍ଜୀ, ଚୌଧୁରୀ ଜୟପ୍ରକାଶ ଦାସ ଏବଂ ଅସିତା ଶତପଥୀ ମଧ୍ୟ କାଷ୍ଟିଂରେ ଅଛନ୍ତି। ଏହି ଚିତ୍ରଟିର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି କେ. ମୁରଲୀକ୍ରିଷ୍ଣା। ଏଥିରେ ସଂଯୋଜିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ବିଶିଷ୍ଟ ଗୀତିକାର ନିଜାମ୍‌ଙ୍କ ପୁତ୍ର ଅସଦ ନିଜାମ। ସିନେମାଟୋଗ୍ରାଫି ଦାୟିତ୍ୱ ନରେନ୍ଦ୍ର ଗୌଡ଼ ତୁଲାଉଥିବା ବେଳେ ସଂଳାପ ରଚନା କରିଛନ୍ତି ବିଜୟ କୁମାର ରାଉଳ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri