କଙ୍ଗନାଙ୍କ ଚିକିତ୍ସା ଜରୁରୀ, ଫେରାଇ ନିଆଯାଉ ପଦ୍ମଶ୍ରୀ: ସ୍ୱାତି ମାଲିୱାଲ

ନୂଆଦିଲ୍ଲୀ,୧୪ ।୧୧: ଦିଲ୍ଲୀ ମହିଳା କମିଶନର ଅଧ୍ୟକ୍ଷା ସ୍ୱାତି ମାଲିୱାଲ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପତ୍ର ଲେଖିଛନ୍ତି । ସେ ଉକ୍ତ ପତ୍ରରେ ଲେଖିଛନ୍ତି କି ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ପଦ୍ମଶ୍ରୀ ସମ୍ମାନ ଫେରାଇ ନିଆଯାଉ । କଙ୍ଗନା ଶହୀଦଙ୍କୁ ଅପମାନ ଦେଇଛନ୍ତି, ତେଣୁ ତାଙ୍କ ପଦ୍ମଶ୍ରୀ ଫେରାଇ ନିଆଯାଉ । ଏହାସହ ତାଙ୍କ ନାଁରେ ଦେଶଦ୍ରୋହ ଧାରାରେ ଏଫ୍‌ଆଇଆର୍ ଦିଆଯାଉ । ସ୍ୱାତି ମାଲିୱାଲ ରାଷ୍ଟ୍ରପତିଙ୍କୁ ଚିଠି ଲେଖିବା ସହ ଏହାର ଏକ କପି ଟୁଇଟରରେ ଶେୟାର କରି ଲେଖିଛନ୍ତି, ‘କଙ୍ଗନା ରାଣାୱତ ଏମିତି ମହିଳା ଯାହାଙ୍କୁ ଗାନ୍ଧୀ, ଭଗତ ସିଂଙ୍କ ବଳିଦାନ ମଜା ଭଳି ଲାଗୁଛି, ଲକ୍ଷ ଲକ୍ଷ ଲୋକଙ୍କ ତ୍ୟାଗ, ତପସ୍ୟାରେ ମିଳିଥିବା ସ୍ୱାଧିନତା ତାଙ୍କୁ ଭିକ୍ଷା ଭଳି ଲାଗୁଛି । ତାଙ୍କୁ ପୁରସ୍କାର ନୁହେଁ ଚିକିତ୍ସାର ଆବଶ୍ୟକତା ରହିଛି । ମୁଁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଛି, ତାଙ୍କ ପୁରସ୍କାର ଶ୍ରୀଘ୍ର ଫେରାଇ ନିଆଯାଉ ଓ ତଙ୍କ ନାଁରେ ଏଫ୍‌ଆଇଆର ଦିଆଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri