ବିଧାୟିକା ଭାବେ ଶପଥ ନେଲେ ବର୍ଷା

ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ସୋମବାର ବିଧାୟିକା ଭାବେ ଶପଥ ନେଇଛନ୍ତି ପଦ୍ମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା। ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ବିଧାନସଭାରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ସମୟରେ ଭଟଲି ବିଧାୟକ ସୁଶାନ୍ତ ସିଂହଙ୍କ ସମେତ ବରଗଡ଼ ଜିଲାର ବହୁ ବିଧାୟକ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ବର୍ଷାଙ୍କ ପିତା ତଥା ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ପଦ୍ମପୁରରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ବହୁ ଭୋଟ୍‌ରେ ବିଜୟୀ ହୋଇଥିଲେ ବର୍ଷା। ଆଜି ବିଧାୟିକା ଭାବେ ସେ ଶପଥ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜରେ ମହିଳା କାର୍ଡ

ବାରିପଦା ଅଫିସ,୭ା୬: ଇତି ମଧ୍ୟରେ ରାଜ୍ୟ ମନ୍ତ୍ରିମଣ୍ଡଳର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାରୁ କ୍ୟାବିନେଟ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରୁଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍‌ଦେଇ ମୁଖ୍ୟମନ୍ତ୍ରୀ...

‘ଶକ୍ତି କ୍ଷେତ୍ରରେ ସନ୍ତୁଳନ ପାଇଁ ମଡେଲ ତିଆରି ଚାଲିଛି’

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଶକ୍ତି କ୍ଷେତ୍ରରେ ଉପଲବ୍ଧି ଏବଂ ଦରରେ ସନ୍ତୁଳନ ଆଣିବା ଲାଗି ଭାରତ ଊର୍ଜା ନ୍ୟାୟର ଏକ ବିଶ୍ୱସ୍ତରୀୟ ମଡେଲ ତିଆରି କରୁଛି। ସବୁଜ ଶକ୍ତି ରୂପାନ୍ତର...

ବରପଦା-ଆଗରପଡ଼ା ରାସ୍ତା ପୁନଃନିର୍ମାଣ ନ ହେଲେ ଆନ୍ଦୋଳନ

ବନ୍ତ,୨୮।୮(ସ୍ବ.ପ୍ର.): ଭଦ୍ରକ ଜିଲା ବରପଦା-ଆଗରପଡ଼ା ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଆଗାମୀ ୧୫ ଦିନ ମଧ୍ୟରେ ଏହି ରାସ୍ତା ପୁନଃନିର୍ମାଣ କରାଯିବାକୁ ଭାରତର କମ୍ୟୁନିଷ୍ଟ...

ଅକ୍ଟୋବର ୩୧ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାର

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚଳିବ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ପ୍ରକ୍ରିୟା ସମାପ୍ତ କରାଯାଉ। ଏହି ପ୍ରକ୍ରିୟା ଆରମ୍ଭ ସମ୍ପର୍କିତ ଏବ...

୩ ଦିନ ଭୋଟ ଗଣନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ):୨୦୨୨ ଫେବୃୟାରୀରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟଗ୍ରହଣ ଇଭିଏମ୍‌ ବଦଳରେ ବାଲଟ ପେପରରେ ହେବ। ଏଥିସହିତ ଭୋଟଗଣତି କ୍ରମାଗତ ୩ ଦିନ...

ଲଲାଗୁଲା ହେଇ ଜୀବନ୍‌ ବିତଉଛନ୍‌ ଅଁଧ୍‌ ବୁରୁଧ୍‌: ଥଇଥାନ ଲାଗି ଦାବି କଲେ ଗଁ।ବାସୀ

  ଅତାବିରା, ୨୧।୩ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ସଂକିର୍ଡ଼ା ପଁଚେତ୍‌ ସଦର ଗଁାରେ ବାସ କରୁଛନ୍‌ ସୁରୁବାବାୁ ପତି(୬୬)। ଅନେକ ବଛର ତଲେ...

୩ରୁ ୬ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା...

‘ଥଣ୍ଡା, କାଶ ହୋଇଥିଲେ ପୁରୀ ନ ଆସି ଘରେ ବସି ରଥଯାତ୍ରା ଦେଖନ୍ତୁ ’

ଭୁବନେଶର,୩୦।୬(ବ୍ୟୁରୋ): ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ରଥଯାତ୍ରା ବେଳେ ଯେପରି ଭାବରେ କେହି...

Advertisement
Archives

Model This Week