Posted inଫୁରସତ

ଝାଳ ପରଫ୍ୟୁମ୍‌

ଗରମରେ ଝାଳ ବୋହିବା ସ୍ବାଭାବିକ୍‌। ଏଇ ଝାଳ ପାଇଁ ଶରୀର ଦୁର୍ଗନ୍ଧ ବି ହୁଏ। ତେଣୁ ଏଇ ଦୁର୍ଗନ୍ଧକୁ ଦୁରେଇବା ଲାଗି ଅନେକେ ଡ଼ିଓଡ୍ରାଣ୍ଟ ଓ ପରଫ୍ୟୁମ୍‌ ବ୍ୟବହାର କରନ୍ତି। ହେଲେ ଜାଣି ଆଶ୍ଚର୍ଯ୍ୟ ହେବେ ବ୍ରାଜିଲର ଜଣେ ମଡେଲ ସ୍ବେଟ୍‌ ପରଫ୍ୟୁମ୍‌ ବା ଝାଳ ପରଫ୍ୟୁମ ବ୍ରାଣ୍ଡ ଆରମ୍ଭ କରିଛନ୍ତି। ଏହି ପରଫ୍ୟୁମ୍‌କୁ ସେ ନିଜ ଝାଳ ମିଶାଇ ପ୍ରସ୍ତୁତ କରିଛନ୍ତି। ସାଓ ପାଉଲୋରେ ରହୁଥିବା ଏହି ମଡେଲଙ୍କ ନାମ ହେଉଛି ଓ୍ବାନେସା ମୋରା। ତେବେ ନିଜ ଝାଳକୁ ନେଇ ପରଫ୍ୟୁମ୍‌ କରିବା ପଛର କାରଣ ସମ୍ପର୍କରେ ଓ୍ବନେସା କୁହନ୍ତି, ମୋ ବୟଫ୍ରେଣ୍ଡ ଓ ଏକ୍ସ ବୟଫ୍ରେଣ୍ଡ ମତେ ସବୁବେଳେ କୁହନ୍ତି ମୋ ଶରୀରର ପ୍ରାକୃତିକ ମହକ ବେଶ୍‌ ଆକର୍ଷକ। ଏହା ଅନ୍ୟକୁ ଆକର୍ଷିତ କରିବା ପାଇଁ ଯଥେଷ୍ଟ। ଏଇ କଥା ମୋ ମନକୁ ବେଶ୍‌ ଛୁଇଁଥିଲା। ଆଉ ଏହାକୁ ଗମ୍ଭୀରତାର ସହ ନେଇ ମୁଁ ନିଜ ଝାଳକୁ ବ୍ୟବହାର କରି ଏହି ପରଫ୍ୟୁମ ପ୍ରସ୍ତୁତ କଲି। ଏହାର ନାଁ ରଖିଛି ଫ୍ରେଶ୍‌ ଗଡେସ୍‌। ଏହାର ପ୍ରତି ବୋତଲରେ ୮ ମିଲିର ଝାଳ ମିଶାଯାଇଛି। ଅନେକ ଅନ୍‌ଲାଇନ୍‌ ଗ୍ରାହକ ତାଙ୍କୁ କହିଛନ୍ତି ଯେ, ଏହି ପରଫ୍ୟୁମ୍‌ ବ୍ୟବହାର କରି ସେମାନେ ନିଜ ପାର୍ଟନର୍‌କୁ ଆକର୍ଷିତ କରିପାରିଛନ୍ତି। ସେଥିପାଇଁ ଏହି ପରଫ୍ୟୁମ୍‌ର ଏବେ ବହୁତ ଚାହିଦା। ହେଲେ ଉକ୍ତ ପରଫ୍ୟୁମ୍‌କୁ କିଣିବା ପାଇଁ ଆପଣଙ୍କ ପକେଟ୍‌ ଖାଲି କରିବାକୁ ପଡିବ। କାରଣ ଏହାର ମୂଲ୍ୟ ହେଉଛି ୫୦ ମି.ଲି.କୁ ୧୧,୦୦୦ ଟଙ୍କାରୁ ଉର୍ଦ୍ଧ୍ୱ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri