୭ଫୁଟରୁ ଅଧିକ ଲମ୍ବର କନ୍ଦମୂଳ, ଦେଖିବାକୁ ଯୁବଚାଷୀଙ୍କ ଘରେ ଜମୁଛି ଭିଡ଼

ନିଶ୍ଚିନ୍ତକୋଇଲି,୧୧ା୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ନତକାଇ ଗ୍ରାମରେ ଶ୍ରୀମତୀ ସାବିତ୍ରୀ ରାଉତଙ୍କ ବାଡ଼ିରେ ୭ ଫୁଟ ୧୦ ଇଞ୍ଚ ଲମ୍ବର କନ୍ଦମୂଳ ଫଳିଛି। ଏତେ ବଡ଼ କନ୍ଦମୂଳ ହୁଏତ ବିରଳ। ଦୈନିକ ରୋଷେଇ ପାଇଁ ଦରକାର ହେଲେ ସେମାନେ ଗୋଟିଏ ଲେଖାଏ ମାଟିରୁ ତାଡ଼ି ରୋଷେଇ କରୁଛନ୍ତି ବୋଲି ସାବିତ୍ରୀ କୁହନ୍ତି।

 

ପ୍ରକାଶ ଯେ, ସାବିତ୍ରୀଙ୍କ ନାତି ସୂର୍ଯ୍ୟାଂଶୁ ରାଉତ ସବୁଜ ଅର୍ଗାନିକ୍‌ ନାମରେ ଏକ କମ୍ପାନୀ କରି ଜୈବିକ କୃଷି କରୁଛନ୍ତି। ଏହା ତାଙ୍କ ବାଡ଼ିରେ ଏକ ପରୀକ୍ଷା କରୁଛନ୍ତି। ସ୍ଥାନୀୟ ଲୋକଙ୍କ ମତରେ ଏଭଳି କନ୍ଦମୂଳ ସେମାନେ ଜନ୍ମରୁ କେବେ ଦେଖି ନାହାନ୍ତି। ନିଜେ ସାବିତ୍ରୀ ବି ଆଶ୍ଚର୍ଯ୍ୟ ହୋଇଛନ୍ତି, ଏତେ ବଡ଼ କନ୍ଦମୂଳ ଦେଖି। ଗାଁରୁ ବିଭିନ୍ନ ଚାଷୀ ଆସି କନ୍ଦମୂଳ ଦେଖି ଖୁସି ହେଉଛନ୍ତି। ଅନେକ ଲୋକ କନ୍ଦମୂଳ ସହ ସେଲ୍‌ଫି ବି ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri