Posted inଜାତୀୟ

ମୋର ଦୀପାବଳିର ମଧୁରତା ଆପଣମାନଙ୍କ ସହିତ ବଢ଼ିଯାଉଛି, ସେନାଙ୍କୁ କହିଲେ ପ୍ରଧାନମନ୍ତ୍ରୀ…

କାର୍ଗିଲ,୨୪।୧୦ : ଗତ ଆଠ ବର୍ଷ ଧରି ଭାରତୀୟ ଯବାନମାନଙ୍କ ସହ ଦୀପାବଳି ପାଳନ କରିବାର ପରମ୍ପରା ଜାରି ରଖିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କାର୍ଗିଲରେ ପହଞ୍ଚିଥିଲେ। ପିଏମ ମୋଦି ଏହି ଅବସରରେ ଯବାନଙ୍କୁ କହିଛନ୍ତି, ମୋ ପାଇଁ ତୁମେ ବର୍ଷ ବର୍ଷ ଧରି ମୋର ପରିବାର ସଦୃଶ॥

ମୋର ଦୀପାବଳି ର ମଧୁରତା ଆପଣମାନଙ୍କ ସହିତ ପାଳନ କଲେ ଅନେକଗୁଣା ବଢ଼ିଯାଉଛି। ମୋର ଦୀପାବଳିିର ଆଲୋକ ତୁମ ମଧ୍ୟରେ ଅଛି ଏବଂ ପରବର୍ତ୍ତୀ ଦୀପାବଳି ପର୍ଯ୍ୟନ୍ତ ମୋର ସ୍ଥିତିକୁ ବିସ୍ତାର କରୁଛି।

ଶକ୍ତି ବିନା ଶାନ୍ତି ସମ୍ଭବ ନୁହେଁ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ତାଙ୍କ ସରକାର ସର୍ବଦା ଯୁଦ୍ଧକୁ ଶେଷ ବିକଳ୍ପ ଭାବରେ ବିବେଚନା କରୁଛନ୍ତି। ଦୀପାବଳିର ପ୍ରକୃତ ଅର୍ଥ ହେଉଛି ଆତଙ୍କବାଦର ସମାପ୍ତି। ସେନାରେ ମହିଳା କ୍ୟାଡରଙ୍କ ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଛନ୍ତି ଏହାଦ୍ୱାରା ସେନାର ଶକ୍ତି ବୃଦ୍ଧି ପାଇବ।

ଦୁର୍ନୀତିକୁ ନେଇ ପୂର୍ବ ସରକାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି ଯେ କୁଶାସନ ଯୋଗୁ ଦେଶର ବିକାଶ ସମ୍ଭାବନାକୁ ସୀମିତ ରଖାଯାଇଥିଲା। ଆଜି ଦେଶ ଦୁର୍ନୀତି ବିରୋଧରେ ଏକ ନିର୍ଣ୍ଣାୟକ ଲଢ଼େଇ ଲଢୁଛି। ଦୁର୍ନୀତିଗ୍ରସ୍ତ ଯେତେ ଶକ୍ତିଶାଳୀ ହୁଅନ୍ତୁ ନା କାହିଁକି ବଞ୍ଚି ପାରିବେ ନାହିଁ। ସେନାରେ ସ୍ଥାୟୀ କମିଶନ ପାଇଥିବା ମହିଳା କ୍ୟାଡେଟଙ୍କ ଉପରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମର ଝିଅମାନେ ଭାରତୀୟ ସେନାରେ ଯୋଗଦେବା ସହିତ ଆମର ଶକ୍ତି ଆହୁରି ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri