Posted inଜାତୀୟ

ମିଠାଇ ବଣ୍ଟାଗଲା-ପୋଷାକ ଚିରିଲା: ଲାଲଙ୍କୁ ଜାମିନ ନେଇ ଭାଜପା-ଆରଜେଡି ମୁହାଁମୁହିଁ…

ପାଟନା,୧୫।୩ : ଜମି ପାଇଁ ଚାକିରି ସ୍କାମରେ ଲାଲୁ ପ୍ରସାଦ ଯାଦବଙ୍କ ପରିବାର ଜାମିନ ପାଇବାର ପ୍ରଭାବ ବିହାରରେ ଦୃଶ୍ୟମାନ ହୋଇଛି। ବିଧାନସଭା ତଥା ବାହାରେ ଶାସକ ତଥା ବିରୋଧୀ ବିଧାୟକମାନେ ପରସ୍ପର ସହ ମୁହାଁମୁହିଁ ହୋଇଥିବା ଦେଖାଯାଇଛି। ଲାଲୁ ଯାଦବଙ୍କୁ ଜାମିନ ମିଳିବା ଖବର ଆସିବା ପରେ କିଛି ଆରଜେଡି ବିଧାୟକ ଖୁସିରେ ବିହାର ବିଧାନସଭା ପରିସରରେ ମିଠା ବାଣ୍ଟିବା ଆରମ୍ଭ କରିଥିଲେ। ସେତେବେଳେ ଧାରଣାରେ ବସିଥିବା କିଛି ଭାଜପା ବିଧାୟକଙ୍କ ସହ ସେମାନେ ଧସ୍ତାଧସ୍ତି ହୋଇଥିଲେ। ଏଥିରେ ଭାଜପା ବିଧାୟକ ଅରୁଣ ସିହ୍ନାଙ୍କ କୁର୍ତ୍ତା ମଧ୍ୟ ଚିରିଯାଇଥିଲା।

ମାଇକ ଭାଙ୍ଗିବା ଅଭିଯୋଗରେ ଭାଜପା ବିଧାୟକମାନେ ବିଧାନସଭା ବାହାରେ ଧାରଣାରେ ବସିଥିଲେ। ଏହି ସମୟରେ ଆରଜେଡି ବିଧାୟକ ଲାଲୁ ଯାଦବ ଜାମିନ ପାଇବା ପରେ ମିଠା ବାଣ୍ଟିବାକୁ ବାହାରିଥିଲେ। ଦୁଇପକ୍ଷଙ୍କ ମଧ୍ୟରେ ଆରୋପପ୍ରତ୍ୟାରୋପରୁ ମାମଲା ଧସ୍ତାଧସ୍ତି ଆରମ୍ଭ ହୋଇଥିଲା।

ଭାଜପା ବିଧାୟକମାନେ ଅଭିଯୋଗ କରିଛନ୍ତି ଆରଜେଡି ବିଧାୟକମାନେ ଧାରଣାରେ ବସିଥିବା ବିଧାୟକଙ୍କ ଉପରକୁ ଲଡୁ ଫିଙ୍ଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଦେଶରେ ସଫଳ ହେଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୧।୪: ଦକ୍ଷିଣ ଦିଲ୍ଲୀର ସକେତରେ ଥିବା ମାକ୍ସ ହସ୍ପିଟାଲରୁ ଆସିଛି ଖୁସି ଖବର। ଏଠାରେ କରୋନା ଭାଇରସରେ ପୀଡ଼ିତ ଜଣେ ବ୍ୟକ୍ତିଙ୍କ ଉପରେ କରାଯାଇଥିବା ପ୍ଲାଜମା...

ଦିଲ୍ଲୀ ଦଙ୍ଗାରେ ନଷ୍ଟ ହୋଇଥିବା ସ୍କୁଲକୁ ମିଳିବ ସରକାରୀ ସହାୟତା

ନୂଆଦିଲ୍ଲୀ,୬।୩: ଗତ ସପ୍ତାହରେ ଦିଲ୍ଲୀରେ ଉପୁଜିଥିବା ଦଙ୍ଗାରେ ବହୁ ଧନ ଜୀବନ ନଷ୍ଟ ହୋଇଛି। ଏବେ ସେଠାରେ ପରିସ୍ଥିତି ସ୍ବାଭାବିକ ହେବାରେ ଲାଗିଥିବା ବେଳେ ଭାଙ୍ଗିରୁଜି...

ବାରାଣସୀ, ଅଯୋଧ୍ୟା ଉପରେ ରହିଛି ଆତଙ୍କବାଦୀଙ୍କ ନଜର

ଗୋରଖପୁର,୧୮।୧୦: ନେପାଳ ସୀମା ଅତିକ୍ରମ କରି ଉତ୍ତର ପ୍ରଦେଶର ଗୋରଖପୁର ଦେଇ ଭାରତରେ କେତେଜଣ ଆତଙ୍କବାଦୀ ପ୍ରବେଶ କରିବା ସୂଚନା ମିଳିବା ପରେ, ଗୋରଖପୁର ଓ...

ରଜନୀକାନ୍ତଙ୍କ ଡାହାଣ ତର୍ଜନୀରେ କାଳିଚିହ୍ନ

ଚେନ୍ନାଇ,୨୦ା୪ : ଅଭିନେତାରୁ ରାଜନେତା ସାଜିଥିବା ରଜନୀକାନ୍ତ ଗୁରୁବାର ଚେନ୍ନାଇର ଷ୍ଟେଲା ମାରିସ୍‌ କଲେଜକୁ ଭୋଟ ଦେବାକୁ ଯାଇଥିଲେ। ନିୟମ ଅନୁସାରେ ଭୋଟ ଦେବା ପୂର୍ବରୁ...

କେବେ ମିଳିବ କରୋନାରୁ ମୁକ୍ତି, ବିଶେଷଜ୍ଞ କହିଲେ ଏଭଳି …

ନୂଆଦିଲ୍ଲୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ବେଲଗାମ୍‌ ହେବାରେ ଲାଗିଥିବାବେଳେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ ଅଧିକ ରହିବା ସହିତ...

ଲକ୍‌ଡାଉନ ପରେ ଅନିଶ୍ଚିତତା

ନୂଆଦିଲ୍ଲୀ,୧୯।୪: କରୋନା ମହାମାରୀ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପିବା ପରେ ଏହାର ସଂକ୍ରମଣ ରୋକିବା ପାଇଁ ଗୋଟିଏ ପରେ ଗୋଟିଏ ଦେଶ କଠୋର ପଦକ୍ଷେପମାନ ଗ୍ରହଣ...

ଶିକ୍ଷା ବିକାଶ ବିବାଦ, କେଜରିଓ୍ବାଲଙ୍କୁ ଭିଡ଼ିଓ ପଠାଇଲେ ହିମନ୍ତ ବିଶ୍ୱ ସରମା…

ନୂଆଦିଲ୍ଲୀ, ୩।୯ : ଶିକ୍ଷା ଓ ବିକାଶକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମାଙ୍କ ମଧ୍ୟରେ ଟୁଇଟର...

ବିହାର ନିର୍ବାଚନ ପୂର୍ବରୁ ଆର୍‌ଜେଡିକୁ ଝଟ୍‌କା

ପାଟନା,୧୦ ।୯: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)କୁ ବଡ ଝଟ୍‌କା ଲାଗିଛି । ଆର୍‌ଜେଡିର ପୂର୍ବତନ ଉପାଧ୍ୟକ୍ଷ ତଥା...

Advertisement
Archives

Model This Week