ଶ୍ୱେତା ମୃତ୍ୟୁ ମାମଲା: ପୋଲିସକୁ ମିଳିଲା ଡାଏରୀ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳକୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ମିଳିବାରେ ଲାଗିଛି। ଏବେ ଶ୍ୱେତାଙ୍କ ଡାଏରୀ ପୋଲିସକୁ ମିଳିଥିବା ଜଣାପଡିଛି। ଯେଉଁଥିରେ ଲେଖାଅଛି,ସୌମ୍ୟଜିତ୍‌ ମୋତେ ତାଙ୍କ ସ୍ତ୍ରୀ ଭାବେ ଗ୍ରହଣ କରିଛନ୍ତି। ସେ ମୋତେ ଓ ମୋ ପରିବାରକୁ ସମ୍ମାନ ଦେବେ । ଭଗବାନ ଆମ ଦୁହିଁଙ୍କ ସମ୍ପର୍କଙ୍କୁ ବଞ୍ଚାଇ ରଖନ୍ତୁ ଏବଂ ଆଶୀର୍ବାଦ କରନ୍ତୁ । ପୂର୍ବ ଅପେକ୍ଷା ଆମ ସମ୍ପର୍କକୁ ଆହୁରି ମଜବୁତ କରନ୍ତୁ ବୋଲି ଲେଖିଛନ୍ତି ଶ୍ବେତା ।
ତେବେ ଶ୍ୱେତାଙ୍କ ମୃତ୍ୟୁ ମାମଲା ରହସ୍ୟ ସୃଷ୍ଟି କରିଛି। ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ବୋଲି ପୋଲିସ ସନ୍ଦେହ କରୁଥିବା ବେଳେ ତାଙ୍କ ପୁରୁଷବନ୍ଧୁ ସୌମ୍ୟଜିତ୍‌ ମହାପାତ୍ରଙ୍କୁ ଦାୟୀ କରିଛନ୍ତି ଶ୍ୱେତାଙ୍କ ପରିବାର ଲୋକେ। ଏପରିକି ଶାରୀରିକ, ମାନସିକ, ଆର୍ଥିକ ନିର୍ଯାତନା ଦେଉଥିଲେ ବୋଲି ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ସମ୍ପ୍ରସାରଣ ପାଇଁ ଉଚ୍ଛେଦ ଆରମ୍ଭ: କ୍ଷତିଗ୍ରସ୍ତଙ୍କୁ ୫୦ ହଜାର ଲେଖାଏ ସହାୟତା ପ୍ରଦାନ

କଟକ ଅଫିସ,୨।୩: କଟକ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ଏବଂ ଉନ୍ନତିକରଣ ପାଇଁ ପୁଣି ଥରେ ସୋମବାରଠାରୁ ଆଖପାଖ ଅଞ୍ଚଳରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଯୋବ୍ରା...

ମା’, ବାପାଙ୍କ ସମେତ ଏକମାତ୍ର ପୁଅର ଜୀବନ ନେଲା କରୋନା: କେବଳ ସୁସ୍ଥ ହୋଇ ଘରକୁ ଫେରିଲେ ବୋହୂ

ଦିଗପହଣ୍ଡି,୨୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରେ ଇଲୋକ୍ଟ୍ରୋନିକ୍ସ ଦୋକାନ କରିଥିବା ଇ. ଜିତେନ୍ଦ୍ର ପାତ୍ର(୪୧)ଙ୍କ କରୋନାରେ ମୃତ୍ୟୁ ଘଟିଛି। ସୋମବାର ଶୀତଳାପଲ୍ଲୀସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ...

ଡ୍ରାଇଭିଂ ଲାଇସେନ୍ସ ଆଳରେ ଅନ୍‌ଲାଇନ ଠକେଇ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଲାଗୁହେବା ପରଠାରୁ ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ିର ଅନ୍ୟାନ୍ୟ କାଗଜପତ୍ର ପାଇଁ ଆର୍‌ଟିଓ ଅଫିସରେ ଲୋକଙ୍କ ଭିଡ଼ ଜମୁଛି।...

ରାଜଧାନୀରେ ପ୍ରଥମ ଡେଙ୍ଗୁ ମୃତ୍ୟୁ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜଧାନୀରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ ଅଭିଯୋଗ । ମୃତକ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହୋଇଥିବା ସୂଚନା ମିଳିଛି। ଡେଙ୍ଗୁରେ ଆକ୍ରାନ୍ତ...

ଆଜି ଶ୍ରୀଜିଉଙ୍କ ଅଧରପଣା

ପୁରୀ ଅଫିସ,୨୨ା୭: ସୁନାବେଶ ପରଦିନ ରଥ ଉପରେ ହୋଇଥାଏ ଶ୍ରୀଜିଉଙ୍କ ଅଧରପଣା ନୀତି। ରତ୍ନ ସିଂହାସନ ଛାଡ଼ି ରଥରେ ଅବତରଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ...

ଆଜି କରୋନା ନେଲା ୬ ଜୀବନ

ଭୁବନେଶ୍ୱର,୧୫।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୧୪...

ରାଉରକେଲାରେ ହେବ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ)-୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପକୁ ଓଡ଼ିଶା ସରକାର ଆୟୋଜନ କରିବେ। ଏ ନେଇ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯାଉଛି। ବିଶ୍ୱକପକୁ ଦୃଷ୍ଟିରେ ରଖି...

ଖୋଲିବ ମା’ ବିରଜାଙ୍କ ମନ୍ଦିର

ଯାଜପୁର ଅଫିସ,୨ା୮: ପ୍ରାୟ ୩ ମାସର ବ୍ୟବଧାନ ପରେ ଯାଜପୁର ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ମଙ୍ଗଳବାରଠାରୁ ଖୋଲିବ। ଏନେଇ ଯାଜପୁର ଜିଲାପାଳ...

Advertisement
Archives

Model This Week