ଶ୍ୱେତା ହତ୍ୟା ମାମଲା: ବୟଫ୍ରେଣ୍ଡ ଗିରଫ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ସଫ୍ଟଓ୍ବେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ମୃତ୍ୟୁକୁ ୬ ମାସ ପୂରଣ ହୋଇଥିବା ବେଳେ ଗୁରୁବାର ଭୋର୍‌ରୁ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ କମିଶନରେଟ ପୋଲିସ ଗିରଫ କରିଛି।ସମ୍ବଲପୁର ବଂଶୀଧର ନଗରସ୍ଥିତଘରୁ ସୌମ୍ୟଜିତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି।

ଆଜି ଭୋର୍‌ରୁ ସୌମ୍ୟଜିତଙ୍କ ଘରେ ଚନ୍ଦ୍ରଶେଖରପୁର ଥାନାର ୫ ଜଣିଆ ପୋଲିସ ଟିମ୍‌ ପହଞ୍ଚିଥିଲା। ସେଠାରୁ ସୌମ୍ୟଜିତଙ୍କୁ ଗିରଫ କରି ବରେଇପାଲ୍ଲୀ ଥାନାକୁ ନେଇଥିଲା। ପରେ ସୌମ୍ୟଜିତ୍‌ଙ୍କୁ ସମ୍ବଲପୁରରୁ ଭୁବନେଶ୍ୱର ଅଭିମୁଖେ ଅଣାଯାଉଛି।

ସୂଚନାଯୋଗ୍ୟ, ଶ୍ୱେତାଙ୍କ ମୃତ୍ୟୁ ପାଇଁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ କରୁଥିଲେ। ଗିରଫଦାରୀରୁ ବର୍ତ୍ତିବା ପାଇଁ ସୌମ୍ୟଜିତ୍‌ ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିଥିଲେ। ମାତ୍ର ତାହା ଖାରଜ ହୋଇଯିବାରୁ ଆଜି କମିଶନରେଟ ପୋଲିସ ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ଭାରତର ଆଉ ଜଣେ ଶତ୍ରୁ ନିପାତ, ପୁଲୱାମା ଆକ୍ରମଣର ଥିଲେ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ୧୪ ଫେବୃଆରୀ, ୨୦୧୯ରେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ସହିତ ଜଡିତ ବୋଲି ବିଶ୍ୱାସ କରାଯାଉଥିବା ଆତଙ୍କବାଦୀ ହମଜା ବୁରହାନଙ୍କୁ ପାକ ଅଧିକୃତ କଶ୍ମୀରରେ ଗୁଳି କରି…

ଏହି ରାଶିଙ୍କ ପାଇଁ ଜୁନ ମାସରେ ଘଟିବାକୁ ଯାଉଛି ଏମିତି, ଲିଷ୍ଟରେ ଆପଣଙ୍କ ରାଶି ଅଛି କି?

ଜୁନ ମାସ ଆରମ୍ଭ ହେବାକୁ ଯାଉଛି। ମାସ ଆରମ୍ଭରେ ବୃହସ୍ପତି କର୍କଟ ରାଶିରେ ପ୍ରବେଶ କରିବେ, ଯାହା ଅନେକ ରାଶିର ଭାଗ୍ୟକୁ ଉଜ୍ଜ୍ୱଳ କରିପାରେ। ଏହା ବ୍ୟତୀତ,…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri