ଶ୍ୱେତା ଆତ୍ମହତ୍ୟା ମାମଲା: ବୟଫ୍ରେଣ୍ଡଙ୍କୁ ଡାକି ପୋଲିସର ପଚରାଉଚରା

ଭୁବନେଶ୍ୱର,୧୫ା୯(ବ୍ୟୁରୋ): ରାଜଧାନୀରେ ବହୁ ଚର୍ଚ୍ଚିତ ସଫ୍ଟଓ୍ବେୟାର ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାକୁ ମାସେ ପୂରଣ ହେବାକୁ ବସିଥିବା ବେଳେ ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପୂର୍ବରୁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ କରି ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଦୀର୍ଘଦିନ ପୋଲିସ ସୌମ୍ୟଜିତ୍‌ଙ୍କୁ ଚନ୍ଦ୍ରଶେଖରପୁର ଥାନାକୁ ଡାକି ପଚରାଉଚରା କରିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଅଗଷ୍ଟ ୧୯ ବିଳମ୍ବିତ ରାତିରେ ଶ୍ୱେତା ଆତ୍ମହତ୍ୟା କରିଥିଲେ। ଶ୍ୱେତାଙ୍କ କଲ୍‌ ଡିଟେଲ୍ସ ବାହାରିବା ପରେ ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ସେ ସୌମ୍ୟଙ୍କୁ ୧୫ ଥର କଲ୍‌ କରିଥିବା ବେଳେ ସୌମ୍ୟ ତାଙ୍କ ଫୋନ ଉଠାଇ ନ ଥିଲେ। ଉଭୟଙ୍କ ଏକ ଅଡିଓ ଭାଇରାଲ ହୋଇଥିଲା। ଏଥିରେ ଶ୍ୱେତାଙ୍କୁ ସୌମ୍ୟଜିତ୍‌ ଗାଳିଗୁଲଜ କରୁଥିବା ଶୁଣିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ହତ୍ୟା: ଜ୍ୱାଇଁଙ୍କୁ ଆଜୀବନ ଜେଲ୍‌

ବାରିପଦା ଅଫିସ,୧୨ା୧- ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌(୧) କୋର୍ଟରେ ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁରେଶ ଚନ୍ଦ୍ର...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଦେହଜୀବୀଙ୍କୁ ମିଳୁନି ସହାୟତା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ସୁପ୍ରିମକୋର୍ଟ ଦେହଜୀବୀଙ୍କ ଦୁଃଖ ବୁଝି ଗତ ୧୪ତାରିଖରେ ଆର୍ଥିକ ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହି...

ଜେଲ ଫେରିଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କୁ ସ୍କାଏ କିଙ୍ଗ୍‌ ଠକେଇ ମାମଲାରେ...

ନୟାଗଡ଼ରେ ବାଟବଣା ଲକ୍‌ଡାଉନ୍‌: ଗଳାବାଟ ବାଛୁଛନ୍ତି ଲୋକେ, ସୁରକ୍ଷା ପ୍ରତି ଖାତିର ନାହିଁ

ନୟାଗଡ ଅଫିସ,୨୫।୩: କରୋନାର ପ୍ରତିଷେଧକ ପାଇଁ ନୟାଗଡ ଜିଲା ସଦର ମହକୁମାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଏଥିପାଇଁ ସରକାର ବିଭିନ୍ନ କଟକଣା ଲାଗୁ କରିଛନ୍ତି।...

ଅଧ୍ୟାପକଙ୍କ ଯୁକ୍ତ୨, ଯୁକ୍ତ୩ ପରୀକ୍ଷା ବର୍ଜନ ଚେତାବନୀ

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ସମାନ ଗ୍ରେଡ୍‌ ପେ’ ଆଧାରରେ ସମାନ ଦରମା ବୃଦ୍ଧି, ସମସ୍ତଙ୍କୁ ପେନସନ ଓ ଗ୍ରାଚ୍ୟୁଇଟି ପ୍ରଦାନ ଭଳି ୪ ଦଫା ଦାବି ନେଇ ସୋମବାର...

ମଠ, ମନ୍ଦିର ଭଙ୍ଗାଯିବା ବେଳେ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ଜରୁରୀ: ସୁପ୍ରିମକୋର୍ଟ

ପୁରୀ ଅଫିସ,୩।୧୦: ଶ୍ରୀମନ୍ଦିର ସଂସ୍କାର ମାମଲାରେ ଗୁରୁବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଐତିହ୍ୟ ସମ୍ପନ୍ନ ମଠ,ମନ୍ଦିର ଭଙ୍ଗା ବେଳେ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେବାଜରୁରୀ। ଏପରିକି...

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର, ୫।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗସ୍ତରେ ସୋମବାର ସକାଳେ ନୂଆଦିଲ୍ଲୀ ଯିବା କାଯର୍ର୍‌ୟକ୍ରମ ରହିଛି। ଭାରତର ଜି-୨୦ ଅଧ୍ୟକ୍ଷତାକୁ ନେଇ ସୋମବାର ହେବାକୁ ଥିବା...

ଗର୍ଭବତୀଙ୍କୁ ମରଣାନ୍ତକ ଆକ୍ରମଣ: ଭିଡିଓ ଭାଇରାଲ

ଭଦ୍ରକ ଅଫିସ, ୧୩।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିରୋଳି ଶାସନ ଅଞ୍ଚଳରେ ଜଣେ ଗର୍ଭବତୀ ମହିଳାଙ୍କୁ ରବିବାର ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମର କିଛି...

Advertisement
Archives

Model This Week