ଶ୍ୱେତା ଆତ୍ମହତ୍ୟା ମାମଲା: ବୟଫ୍ରେଣ୍ଡଙ୍କୁ ଡାକି ପୋଲିସର ପଚରାଉଚରା

ଭୁବନେଶ୍ୱର,୧୫ା୯(ବ୍ୟୁରୋ): ରାଜଧାନୀରେ ବହୁ ଚର୍ଚ୍ଚିତ ସଫ୍ଟଓ୍ବେୟାର ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାକୁ ମାସେ ପୂରଣ ହେବାକୁ ବସିଥିବା ବେଳେ ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପୂର୍ବରୁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ କରି ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଦୀର୍ଘଦିନ ପୋଲିସ ସୌମ୍ୟଜିତ୍‌ଙ୍କୁ ଚନ୍ଦ୍ରଶେଖରପୁର ଥାନାକୁ ଡାକି ପଚରାଉଚରା କରିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଅଗଷ୍ଟ ୧୯ ବିଳମ୍ବିତ ରାତିରେ ଶ୍ୱେତା ଆତ୍ମହତ୍ୟା କରିଥିଲେ। ଶ୍ୱେତାଙ୍କ କଲ୍‌ ଡିଟେଲ୍ସ ବାହାରିବା ପରେ ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ସେ ସୌମ୍ୟଙ୍କୁ ୧୫ ଥର କଲ୍‌ କରିଥିବା ବେଳେ ସୌମ୍ୟ ତାଙ୍କ ଫୋନ ଉଠାଇ ନ ଥିଲେ। ଉଭୟଙ୍କ ଏକ ଅଡିଓ ଭାଇରାଲ ହୋଇଥିଲା। ଏଥିରେ ଶ୍ୱେତାଙ୍କୁ ସୌମ୍ୟଜିତ୍‌ ଗାଳିଗୁଲଜ କରୁଥିବା ଶୁଣିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟରେ ଅନୁଷ୍ଠିତ ହେବ ନିଯୁକ୍ତି ମେଳା: ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୋହନ ସରକାର

ଭୁବନେଶ୍ୱର,୧୨।୯: ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନ୍‌ଭେନ୍‌ଶନ...

ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୨ ଜନସେବା କର୍ମଚାରୀ

ଭୁବନେଶ୍ୱର,୧୨।୯: ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଅର୍ଥ ଦାବି ମହଙ୍ଗା ପଡ଼ିଲା। ଭୁବନେଶ୍ବରର ୨ ଜନସେବା କେନ୍ଦ୍ର କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ଉଭୟେ ନିଳାଦ୍ରିବିହାର...

ସାଂଘାତିକ ଅଭିଯୋଗ ଆଣିଲେ ସୁନୀତି ମୁଣ୍ଡ, ଭାଜପାର ଏହି ନେତା ଦେଉଥିଲେ ନିର୍ଯାତନା ସହ ଧମକ

ଭୁବନେଶ୍ୱର,୧୨।୯: ଭାରତୀୟ ଜନତା ପାର୍ଟି ଭାଜପାରୁ ନିଲମ୍ବିତ ହେବାର କିଛି ଦିନ ପରେ ମୁହଁ ଖୋଲିଛନ୍ତି ସୁନୀତି ମୁଣ୍ଡ। ନିଲମ୍ବନ ପରେ ସେ ପାର୍ଟି ବିରୋଧରେ...

ସରକାରଙ୍କୁ ସମାଲୋଚନା କଲେ ଶଙ୍କରାଚାର୍ଯ୍ୟ

ପୁରୀ,୧୨ା୯(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାର ନୂଆ ଅବକାରୀ ନୀତି ଲାଗୁ କରିଛନ୍ତି। ଏହି ନୂଆ ଆଇନର ପ୍ରାବଧାନ ଅନୁଯାୟୀ, ଏଣିକି ସମୁଦ୍ର ବେଳାଭୂମି ଓ...

ବିଜେଡିରେ ବଢ଼ୁଛି କନ୍ଦଳ

ପାରାଦୀପ/ କୁଜଙ୍ଗ, (ଶରତ ରାଉତ/ମନୋଜ ପ୍ରଧାନ),୧୨ା୯: ସାଧାରଣ ନିର୍ବାଚନରେ ପାରାଦୀପ ନିର୍ବାଚନ ମଣ୍ଡଳୀରେ ବିଜେଡିର ପରାଜୟକୁ ଅନେକେ ନେତା ଓ କର୍ମୀ ଗ୍ରହଣ କରିପାରୁନାହାନ୍ତି। ଗତ...

ଯୁବଗୋଷ୍ଠୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ନବୀନ

ଭୁବନେଶ୍ୱର,୧୨।୯(ଅନିଲ ଦାସ)ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତାଙ୍କ ସାଙ୍ଗଠନିକ ସମ୍ମିଳନୀ ବୁଧବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀକୁ ଉଦ୍‌ଘାଟନ କରି ବିଜେଡି ସଭାପତି ତଥା...

ସୁଲଭ ମୂଲ୍ୟରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ବିଶ୍ୱମାନର ଶିକ୍ଷା ଦେବା ଆମ ପ୍ରତିବଦ୍ଧତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨।୯(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପୃଥକ୍‌ ଭାବେ ପର୍ଡ୍ୟୁ ବିଶ୍ୱବିଦ୍ୟାଳୟର ସଭାପତି ମୁଙ୍ଗ୍‌ ଚିଆଙ୍ଗ, ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ କିନ୍‌ଡ୍ରିଲର ସିଇଓ...

ସ୍କ୍ରବ୍‌ ଟାଇଫସ୍‌: ବରଗଡ଼ରେ ୩ ମୃତ

ବରଗଡ଼,୧୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍‌ ଟାଇଫସ୍‌ ରୋଗ ବ୍ୟାପିବାରେ ଲାଗିଛି। ଏଥିରେ ଆକ୍ରାନ୍ତ ହୋଇ ଏପର୍ଯ୍ୟନ୍ତ ଜିଲାର ୩ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri