Swiggyରୁ ଅର୍ଡର କଲେ ମିଳିବ ୫୦୦ ଟଙ୍କା ରିହାତି! ଜାଣନ୍ତୁ କିଭଳି…

ନୂଆଦିଲ୍ଲୀ,୮।୪: Swiggy Instamart ରେ ଶପିଂ କରିବା ସମୟରେ ଆପଣ ୫୦୦ ଟଙ୍କାର ରିହାତି ପାଇପାରିବେ। ଶପିଂ କରିବା ସମୟରେ ଆପ୍‌ରେ Maxxsaver ବୈଶିଷ୍ଟ୍ୟ ସ୍ବୟଂଚାଳିତ ଭାବରେ ସକ୍ରିୟ ହୋଇଯାଏ। ଏହି ଫିଚର୍‌ ମାଧ୍ୟମରେ, ଆପଣ ୯୯୯ ଟଙ୍କାରୁ ଅଧିକ ମୂଲ୍ୟର ଅର୍ଡର ଉପରେ ୫୦୦ ଟଙ୍କା ପର୍ଯ୍ୟନ୍ତ ରିହାତି ପାଇପାରିବେ। ଭଲ କଥା ହେଉଛି ଏହି ରିହାତି ପରେ ମଧ୍ୟ  ଡେଲିଭରି ସମୟ କେବଳ ୧୦ ମିନିଟ ରହିବ। କିନ୍ତୁ ଏହି ରିହାତି ସୀମିତ ସମୟ ପାଇଁ ଉପଲବ୍ଧ।
‘ମ୍ୟାକ୍ସସେଭର୍‌’ ଫିଚର୍‌ ଲଞ୍ଚ କରି ସ୍ବିଗି ଇନଷ୍ଟାମାର୍ଟ ଜେପ୍ଟୋର ’ସୁପରସେଭର୍‌’ ଫିଚର୍‌ ସହିତ ପ୍ରତିଯୋଗିତା କରିବାକୁ ପ୍ରସ୍ତୁତ। ଏହି ସୁବିଧା କିପରି ପାଇବେ ତାହା ଏଠାରେ ବୁଝନ୍ତୁ।
କିପରି ଏବଂ କିଏ Maxxsaver ରିହାତି ପାଇପାରିବେ?
ଏହି ସୁବିଧା ସମସ୍ତ ୧୦ଟି ସହରରେ ପ୍ରଦାନ କରାଯାଉଛି ଯେଉଁଠାରେ Swiggy Instamart ସେବା ଉପଲବ୍ଧ। ମ୍ୟାକ୍ସସେଭରର ସୁବିଧା କେବଳ ସୱିଗିର BLCK ସଦସ୍ୟମାନଙ୍କୁ ମିଳିବ। ହାରାହାରି ଅର୍ଡର ମୂଲ୍ୟ ୯୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ହେଲେ BLCK ସଦସ୍ୟତା ଥିବା ଲୋକମାନେ ସମସ୍ତ ବର୍ଗରେ ରିହାତି ପାଇପାରିବେ।
ସ୍ବିଗିର ଯୋଜନା କ’ଣ?
ସ୍ବିଗି ଏହି ପଦକ୍ଷେପ ସହିତ ବଡ଼ ଅର୍ଡରକୁ ପ୍ରୋତ୍ସାହିତ କରିବାକୁ ଚାହୁଁଛି। ଏହା ମାଧ୍ୟମରେ ବ୍ୟବହାରକାରୀମାନଙ୍କୁ ଅଧିକ ମୂଲ୍ୟରେ ଅଧିକ ସାମଗ୍ରୀ କିଣିବାକୁ ପଡିବ। କମ୍ପାନୀ ଏହାର ହାରାହାରି ଅର୍ଡର ମୂଲ୍ୟ ବୃଦ୍ଧି କରିବା ପଥରେ ଚାଲିଛି। ନିକଟରେ Instamart ରେ ହାରାହାରି ଅର୍ଡର ମୂଲ୍ୟ ୪୬୯ ଟଙ୍କାରୁ ୫୩୪ ଟଙ୍କାକୁ ବୃଦ୍ଧି ପାଇଛି।
କେବଳ ଏତିକି ନୁହେଁ, ଜେପ୍ଟୋ ଏହାର ସେବା ପରିବର୍ତ୍ତନ କରିବା ପାଇଁ ମଧ୍ୟ ପୂର୍ଣ୍ଣ ପ୍ରସ୍ତୁତି କରିସାରିଛି। ଯେଉଁଥିପାଇଁ ଏହି ଟକ୍କର ଆହୁରି ଆକର୍ଷଣୀୟ ହୋଇଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri