କୋଭିସିଲ୍ଡକୁ ମିିଳିଲା ମଞ୍ଜୁରୀ: ଏବେ ଭାରତୀୟ କରିପାରିବେ ୟୁରୋପ ଗସ୍ତ

ବେଲଜିୟମ,୧ ।୭: କରୋନା ମହାମାରୀ ସଙ୍କଟ ଟଳି ଯିବା ପରେ ବିଦେଶ ଯାତ୍ରା କରିବାକୁ ଥିବା ଭାରତୀୟମାନଙ୍କ ପାଇଁ ଆସିଛି ଖୁସି ଖବର । କିଛିଦିନ ହେବ ଭାରତର କୋଭିସିଲ୍ଟ ଭ୍ୟାକ୍ସିନକୁ ୟୁରୋପ ଅନୁମତି ପ୍ରଦାନ କରି ନ ଥିବା ବେଳେ ଏହି ଭ୍ୟାକ୍ସିନ ନେଇଥିବା ଭାରତୀୟମାନେ ୟୁରୋପ ଗସ୍ତ କରି ପାରିବେନି ବୋଲି କୁହାଯାଇଥିଲା । ହେଲ ଏବେ ୟୁରୋପୀୟ ସଂଘର ସାତ ଦେଶ ଓ ସ୍ୱିଜରଲ୍ୟାଣ୍ଡକୁ କୋଭିସିଲ୍ଡ ନେଇଥିବା ଭାରତୀୟମାନେ ଗସ୍ତ କରିପାରିବେ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି । ସୂଚନାଯୋଗ୍ୟ, ଭାରତ ସରକାରଙ୍କ ହସ୍ତକ୍ଷେପ ପରେ ୟୁରୋପୀୟ ସଂଘ ସିରମ ଇନଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ କୋଭିସିଲ୍ଡକୁ ସବୁଜ ସଙ୍କେତ ଦେଇଛି । କୁହାଯାଇଥିଲା କି ଯଦି ୟୁରୋପୀୟ ସଂଘ ଏହି କରୋନା ଭ୍ୟାକ୍ସିନ ନେଇଥିବା ବ୍ୟକ୍ତିଙ୍କୁ ୟୁରୋପ ପ୍ରବେଶ ପାଇଁ ଅନୁମତି ପ୍ରଦାନ ନ କରେ ତେବେ ୟୁରୋପରୁ ଭାରତ ଆସୁଥିବା ସେଠାକାର ନାଗରିକଙ୍କୁ କ୍ୱାରାଣ୍ଟାଇନରେ ରଖିବା ବାଧ୍ୟତାମୂଳକ କରିଦେବ । ଏହି ଚେତାବନୀ ପରେ ୟୁରାପୀୟ ସଂଘ କୋଭିସିଲ୍ଡ ଭ୍ୟାକ୍ସିନକୁ ଅନୁମତି ଦେଇଥିବା କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri