କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର ଭାବେ ନକ୍‌ଆଉଟ୍‌ ରାଉଣ୍ଡରେ ପ୍ରବେଶ କରିଛି।

ପରାଜୟ ସତ୍ତ୍ୱେ କାନାଡା ଦ୍ୱିତୀୟ ସ୍ଥାନରେ ରହି ଇତିହାସରେ ପ୍ରଥମ ଥର ପାଇଁ ନକ୍‌ଆଉଟ୍‌ ପର୍ଯ୍ୟାୟରେ ସ୍ଥାନ ପାଇଛି। ସୁଇଜରଲାଣ୍ଡ ଭାଙ୍କୋଭରଠାରେ ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଏକ ତୃତୀୟ ସ୍ଥାନରେ ରହିଥିବା ଦଳକୁ ଭେଟିବ। କାନାଡାକୁ ଘରୋଇ ଫ୍ୟାନ୍ସଙ୍କ ଆଗରେ ଖେଳିବା ପାଇଁ ଏହି ମ୍ୟାଚ୍‌ରେ ନିହାତି ପଏଣ୍ଟ ଦରକାର ଥିଲା। କିନ୍ତୁ ଦ୍ୱିତୀୟ ସ୍ଥାନରେ ରହିଥିବାରୁ କାନାଡା ତା’ର ପ୍ରଥମ ନକ୍‌ଆଉଟ୍‌ ମ୍ୟାଚ୍‌ କାଲିଫର୍ନିଆର ଇଙ୍ଗଲେଉଡ୍‌ଠାରେ ଗ୍ରୁପ୍‌-ଏ’ରେ ଦ୍ୱିତୀୟ ସ୍ଥାନରେ ରହିଥିବା ଦଳ ସହ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ପାଣି ଦେବାକୁ ଯାଇଥିଲେ, ଛାତରୁ ଖସି ପଡ଼ି ଚାଲିଗଲା ସୁଜାତାଙ୍କ ଜୀବନ; କାନ୍ଦବୋବାଳିରେ…

ଛତ୍ରପୁର,୨୫|୬(ଦିଲ୍ଲୀପ ସାମଲ): ଘର ଛାତ ଉପରେ କାମ କରୁଥିବା ସମୟରେ ଅସାବଧାନତା ଯୋଗୁଁ ତଳକୁ ଖସି ପଡ଼ି ଜଣେ ମହିଳାଙ୍କର ଅକାଳ ମୃତ୍ୟୁ ଘଟିଛି। ଏହି ଦୁଃଖଦ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ବାଣ ବିସ୍ଫୋରଣରେ ଯୁବକ ମୃତ୍ୟୁ ଘଟଣା: ପୋଲିସ ଅଧିକାରୀ ଦେଲେ ଏତଲା, ତଦନ୍ତ କରୁଛି…

ଦିଗପହଣ୍ଡି, ୨୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଘଟିଥିବା ଭୟାବହ ବାଣ ବିସ୍ଫୋରଣ ଘଟଣାରେ ପୋଲିସ ପକ୍ଷରୁ ମାମଲା ରୁଜୁ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri