ଫୁଲୁଛି ମହାନଦୀ: ହୀରାକୁଦରେ ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର ଅଫିସ, ୧୬।୯: ଛତିଶଗଡ଼ରେ ଲଗାଣ ବର୍ଷା ଯୋଗୁ ମହାନଦୀ ଫୁଲୁଛି। ବୁଧବାର ସୁଦ୍ଧା ହୀରାକୁଦ ଡ୍ୟାମ୍‌ର ୨୪ଟି ଗେଟ୍‌ ଖୋଲା ଯାଇଥିବା ବେଳେ ଗୁରୁବାର ଆଉ ୪ଟି ଗେଟ୍‌ ଖୋଲିଛି । ଏଥିସହ ଏଯାବତ୍‌ ହୀରାକୁଦ ଡ୍ୟାମ୍‌ର ସମୁଦାୟ ୨୮ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଚାଲିଛି।
ସକାଳ ୭ଟାରେ ହୀରାକୁଦ ଜଳସ୍ତର ୬୨୮.୪୧ ଫୁଟ ଥିଲା । ଏହାପରେ ଜଳସ୍ତର ବଢ଼ି ୮ଟାରେ ତାହା ୬୨୮.୪୫ ଫୁଟ ଓ ୯ଟାରେ ୬୨୮.୫୦ ଫୁଟରେ ପହଞ୍ଚିଥିଲା। ପରେ ୧୦ଟାରେ ଜଳସ୍ତର ୬୨୮.୫୬ ଫୁଟ ଥିବା ବେଳେ ୧୧ଟାରେ ୬୨୮.୬୨ ଫୁଟ ଓ ୧୨ଟା ୬୨୮.୬୫ରେ ପହଞ୍ଚିଛି ।
ହୀରାକୁଦରେ ୨୮ଟି ଗେଟ୍‌ ଖୋଲା ଯାଇଥିଲେ ମଧ୍ୟ ମୁଣ୍ଡଳିରେ ସ୍ଥିତି ନିରାପଦ ରହିଛି । ଏଠାରେ ବିପଦ ସଂକେତ ୯୭.୨୫ ଫୁଟ ଥିବାବେଳେ ବର୍ତ୍ତମାନ ଜଳ ପତ୍ତନ ଏହାର ବହୁ ତଳେ ରହିଛି । ବ୍ୟାରେଜର ସମସ୍ତ ଗେଟ୍‌ ଖୋଲା ଯାଇଛି।ଫଳରେ ମୁଣ୍ଡଳି ଦେଇ ଏବେ ସାଢ଼େ ୫ ଲକ୍ଷରୁ ୬ ଲକ୍ଷ କ୍ୟୁସେକ ପାଣି ପ୍ରବାହିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ କେନ୍ଦ୍ରରୁ ଫେରିଲେ ୧୭୮ ପ୍ରବାସୀ

ଦାରିଙ୍ଗବାଡ଼ି,୫ା୬(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସଙ୍ଗରୋଧ କେନ୍ଦ୍ରରୁ ଅଦ୍ୟାବଧି ୧୭୮ ପ୍ରବାସୀ ଘରକୁ ଫେରିଛନ୍ତି। ଏବେ ଆହୁରୀ ୫୬୫ ଜଣ ୯ଟି ସଙ୍ଗରୋଧ କେନ୍ଦ୍ରରେ...

ଶୁକ୍ରବାରରୁ ଡଙ୍ଗରିଆଙ୍କ ନିୟମରାଜା ପର୍ବ: ସିଏଏ, ଏନ୍‌ଆର୍‌ସିକୁ କରିବେ ବିରୋଧ

ଭବାନୀପାଟଣା,୨୭।୨(ଡି.ଏନ୍‌.ଏ.): ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ୨୮ ଶୁକ୍ରବାରରୁ ତିନିଦିନ ବ୍ୟାପୀ କଳାହାଣ୍ଡି ରାୟଗଡ଼ା ସୀମାନ୍ତ ନିୟମଗିରି ପର୍ବତ ଶିଖର ଉପରେ ନିୟମରାଜା ପର୍ବ...

ଅଧାରେ ଅଟକିଛି ଡ୍ରେନ୍‌, ପାଚେରି ନିର୍ମାଣ

ଖଇରା, ୧୯।୫(ଡି.ଏନ.ଏ.): ବାଲେଶ୍ୱର-ଭଦ୍ରକ ୨ ଜିଲାକୁ ସଂଯୋଗ କରୁଥିବା ମହତୀପୁର-ଚରମ୍ପା ଭାୟା ବାରାପୁର ରାସ୍ତା ନିର୍ମାଣ ଚାଲିଥିବା ବେଳେ ବିଭିନ୍ନ ଗ୍ରାମରେ ଡ୍ରେନ ଓ ପାଚେରି...

ମିଥ୍ୟା ମାମଲାରେ ପୁଅକୁ ଫସାଇବା ଉଦ୍ୟମ: ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ମା’

ବ୍ରହ୍ମପୁର ଅଫିସ,୧୨।୨: ପୁଅକୁ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ପ୍ରତିବାଦରେ ବୁଧବାର ଏସ୍‌ପିଙ୍କୁ ଭେଟିବାକୁ ଆସି ଜଣେ ମା’ ଦେହରେ କିରୋସିନ...

ବଲାଙ୍ଗୀରରେ ଟଣା ହେବନି ରଥ

ବଲାଙ୍ଗୀର ଅଫିସ,୧୬।୬: ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବକି ନାହିଁ ସେ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲା...

ପାଟଣା ସବଷ୍ଟେଶନ ଦେଖିଲେ ବିଧାୟକ

ପାଟଣା,୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସବଷ୍ଟେଶନକୁ ଘଟଗାଁ ବ୍ଲକ ଟିକିରା ଗ୍ରୀଡରୁ ବିଦ୍ୟୁତ ସଂଯୋଗରେ ବିଳମ୍ବ ହେଉଥିବାରୁ ଏନେଇ ପାଟଣା ଅଞ୍ଚଳରେ ଦିନକୁ ଦିନ...

ଡାକ୍ତରଙ୍କ ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ବାରିପଦା ମେଡିକାଲ କଲେଜରେ ଉତ୍ତେଜନା, ଥାନାରେ ଅଭିଯୋଗ କଲେ ମହିଳାଙ୍କ ସ୍ବାମୀ

ବାରିପଦା ଅଫିସ,୧।୨- ଡାକ୍ତରଙ୍କ ଅବହେଳାରୁ ମୃତଶିଶୁ ଜନ୍ମ। ପ୍ରସବ ସ୍ବାଭାବିକ ହେବ କହି ଶେଷରେ ମୃତଶିଶୁ ଜନ୍ମ ଦେଇଥିଲେ ଗର୍ଭବତୀ। ଏଥିସହ ପ୍ରସବ କରାଇବାକୁ ସମ୍ପୃକ୍ତ...

ଦୁତିଆ ଓଷା ଭାର ନେଇ ଯାଉଥିଲେ: ମାମୁ, ଭଣଜାଙ୍କୁ ଚପିଦେଲା ଟ୍ରକ

ରସୁଲପୁର, ୧୦।୯ (ଡି.ଏନ୍‌.ଏ.)ଯାଜପୁର ଜିଲା କୁଆଖିଆ ଥାନା ଅଧୀନ ୬ ନଂ. ଜାତୀୟ ରାଜପଥର ଖଣ୍ଡିତର ନିକଟସ୍ଥ ଖରସ୍ରୋତା ପୋଲ ଉପରେ ଗୁରୁବାର ଅପରାହ୍ନ ୨ଟା...

Advertisement
Archives

Model This Week