ମୁଣ୍ଡାସାହିରେ ବୁଲିଲା ଖଣ୍ଡା

ଭୁବନେଶ୍ୱର:୬।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି । ଏଥିରେ ୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି। ଗତ ଗୁରୁବାର ଘଟିଥିବା ଗଣ୍ଡଗୋଳକୁ ନେଇ ଏହି ସଂଘର୍ଷ ହୋଇଥିବା କୁହାଯାଉଛି। ପ୍ରାୟ ଅଧଘଣ୍ଟା ଧରି ଅନ୍ୟ ସାହିର ୪୦ରୁ ଉର୍ଦ୍ଧ୍ୱ ଯୁବକ ଖଣ୍ଡା, ଭୁଜାଲି ଓ କାଠ ଫାଳିଆ ଧରି ମୁଣ୍ଡାସାହିରେ ପଶି ଆକ୍ରମଣ କରିଥିଲେ। ପୋଲିସ ଆହତମାନଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି।

ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ପଳାଶୁଣିଠାରେ ଜାତୀୟ ରାଜପଥ ଅବରୋଧ କରିଥିଲେ ବସ୍ତିବାସୀ। ଫଳରେ ଗାଡ଼ି ଚଳାଚଳ ବନ୍ଦ ହୋଇଯାଇଥିଲା। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ସ୍ଥିତି ସ୍ବଭାବିକ ହୋଇଥିଲା।

ସୂଚନା ଯୋଗ୍ୟ, କିଛି ଦିନ ତଳେ ମାଷ୍ଟରକ୍ୟାଣ୍ଟିନ ଛକରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୩ ଜଣ ଗୁରୁତର ଆହତ ହୋଇଥିଲେ। ନିଶା କାରବାରକୁ ନେଇ ଏହି ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri