କଟକରେ ବୁଲିଲା ଖଣ୍ଡା: ହଠାତ୍‌ ସ୍କୁଟିରେ ଆସି…

କଟକ,୧୧।୫: କଟକରେ ବୁଲିଲା ଖଣ୍ଡା । ଚନ୍ଦନ ଯାତ୍ରା ଚାଲୁଥିବା ସମୟରେ ଖଣ୍ଡାରେ ଆକ୍ରମଣ। ଏଭଳି ଅଭାବନୀୟ ଘଟଣା ଘଟିଛି ସଦର ଥାନା ପୁରୁଣା କାଚରାମାଳରେ। ମରଣାନ୍ତକ ଆକ୍ରମଣରେ ୨ ଆହତ ହୋଇଛନ୍ତି। ହଠାତ୍‌ ସ୍କୁଟିରେ ୨ ଜଣ ଯୁବକ ଆସିଥିବା ବେଳେ ପଛରେ ବସିଥିବା ଯୁବକ ଆସି ହାଣୁଥିବା ଦେଖିବାକୁ ମିଳିଛି। ଆକ୍ରମଣ କରିଥିବା ଯୁବକ ଫେରାର ହୋଇଯାଇଥିବା ବେଳେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri